ନବରଙ୍ଗପୁରରେ ଅଭାବନୀୟ ଘଟଣା, ପାଇଖାନା ଟାଙ୍କିରେ କାମ କରିବା ବେଳେ ୪ ଜଣଙ୍କ ମୃତ୍ୟୁ
ନବରଙ୍ଗପୁର : ଶ୍ବାସରୁଦ୍ଧ ହୋଇ ୪ ମୃତ । ପାଇଖାନା ଟାଙ୍କି ସଫା ବେଳେ ଶ୍ବାସରୁଦ୍ଧ ହୋଇ ୪ଜଣଙ୍କ ଜୀବନ ଯାଇଛି । ନବରଙ୍ଗପୁର ଜିଲ୍ଲା ପଡ଼ଲଗୁଡ଼ାରେ ଅଭାବନୀୟ ଘଟଣା ଘଟିଛି । ଘଟଣାସ୍ଥଳରେ ୩ ଓ ମେଡିକାଲରେ ଜଣଙ୍କ ମୃତ୍ୟୁ ହୋଇଛି … Read More
