ତାଇୱାନ୍ ଚାଓୟାଙ୍ଗ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ସମ୍ମାନସୂଚକ ଡକ୍ଟରେଟ୍
ଭୁବନେଶ୍ୱର: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଅଚ୍ୟୁତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। … Read More
