ଫୁଲବାଣୀରେ ୧୦୦ ସିଟ ବିଶିଷ୍ଟ ମେଡିକାଲ କଲେଜ ହସ୍ପିଟାଲର ଶୁଭ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲା ପାଇଁ ୭୫୦ କୋଟିର ପ୍ରକଳ୍ପ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ … Read More
