କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌, ୨୪ ଘଣ୍ଟାରେ ୬ ମୃତ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଡରାଇବାକୁ ଲାଗିଲାଣି। କରୋନାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌ ହୋଇଛି। ରବିବାର ସକାଳ ୮ଟାସୁଦ୍ଧା ମୋଟ୍‌ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୧୩୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩୭୮ … Read More

ଶ୍ରୀମନ୍ଦିରରେ ଅଘଟଣ; ଗରମ ଡାଲି ପଡି ୭ଭକ୍ତ ଆହତ

ପୁରୀ:ଶ୍ରୀମନ୍ଦିର ପରିସରରେ ରବିବାର ଅଘଟଣ ଘଟିଛି । ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି । ଗରମ ଡାଲି ପଡ଼ିଥିବା ସମସ୍ତ ଭକ୍ତ ନୟାଗଡ଼ ବାସିନ୍ଦା ବୋଲି କୁହାଯାଉଛି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଓ … Read More

ସରିଲା ରିଙ୍କୁ ସିଂହ- ପ୍ରିୟା ସରୋଜଙ୍କ ନିର୍ବନ୍ଧ, ନଭେମ୍ବରରେ ହେବ ବିବାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ସମାଜବାଦୀ ସାଂସଦ ପ୍ରିୟା ସରୋଜଙ୍କ ନିର୍ବନ୍ଧ ସରିଛି। ରବିବାର ଲକ୍ଷ୍ନୌର ସେଣ୍ଟ୍ରାଲ ହଲ୍‌ରେ ଉଭୟଙ୍କ ପରିବାରବର୍ଗ ଓ ଅତିଥିଙ୍କ ଗହଣରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ନିର୍ବନ୍ଧ ପାଇଁ ୩୦୦ ଅତିଥିଙ୍କୁ ନିମନ୍ତ୍ରଣ ଦିଆଯାଇଥିବାବେଳେ, ଏହି … Read More

ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍‌

ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସ‌ୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା … Read More

ମଣିପୁରର ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ କରିଦେଇଛନ୍ତି। ୫ ଦିନ ପାଇଁ ଏହି କଟକଣା ଲାଗୁ କରାଯାଇଛି। ଉତ୍ତେଜନା ସୃଷ୍ଟିକାରୀ ବିଷୟବସ୍ତୁକୁ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରାଯାଉଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପ୍ରଶାସନ … Read More

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଟ୍ରାଫିକ କଟକଣା ଜାରି

ପୁରୀ: ଜୁନ୍ ୧୧ ତାରିଖରେ ଶ୍ରୀଜଗନ୍ନାଥ ମନ୍ଦିରର ଦେବସ୍ନାନ ପୂର୍ଣ୍ଣିମା ହେବ। ଏହି ଅବସରରେ ପୁରୀରେ ବହୁ ସଂଖ୍ୟକ ଭକ୍ତଙ୍କ ଭିଡ଼ ହେବାର ସମ୍ଭାବନା ରହିଛି। ଫଳରେ ସୁଗମ ଯାନବାହାନ ଚଳାଚଳ ପାଇଁ ପୋଲିସ ରବିବାର ଏକ ଟ୍ରାଫିକ ପରାମର୍ଶ ଜାରି … Read More

ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି, କଟକରେ ୨୨ ଆକ୍ରାନ୍ତ ଚିହ୍ନଟ

କଟକ : ରାଜ୍ୟରେ ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି । ସେମାନଙ୍କ … Read More

ବିଦ୍ୟୁତ ଆଘାତରେ ଆଖିବୁଜିଲେ ୩ ଶ୍ରମିକ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଅଘଟଣ ।ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ଚାଲିଗଲା ଜୀବନ । ସୂଚନା ଅନୁସାରେ ଗଗନଧୂଳି ଗାଁର ବାପି ମାଝୀଙ୍କର ଘରେ ଆଜି ଶ୍ରମିକମାନେ ପାଇଖାନା ଟାଙ୍କି ପାଇଁ … Read More

ନନ୍ଦନକାନନରେ ନୂଆ ଅତିଥି: ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ

ନନ୍ଦନକାନନ: ନନ୍ଦନକାନନରେ ନୂଆ ଅତିଥି । ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ । ନନ୍ଦନକାନନରେ ବାଘସଂଖ୍ୟା ୨୯କୁ ବୃଦ୍ଧି ହେଲା। ଗତକାଲି ରାତିରେ ନନ୍ଦନକାନନର ୨୮ବି ଖୁଆଡ଼ରେ ରହୁଥିବା ଧଳା ବାଘୁଣୀ ମୌସୁମୀ ଦୁଇ ଶାବକ ଜନ୍ମ କରିଛି  । ଗୋଟିଏ … Read More

ସିନ୍ଦେଙ୍କ ବିମାନ ବିଳମ୍ବ ପାଇଁ ବଂଚିଗଲା ମହିଳାଙ୍କ ଜୀବନ

ନୂଆଦିଲ୍ଲୀ: ଗତକାଲି ମହାରାଷ୍ଟ୍ରର ଜଳଗାଓଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଥିଲା । ଏଠାରେ ପାଇଲଟ୍ ତାଙ୍କ ଡ୍ୟୁଟି ସମୟ ଶେଷ ହୋଇଗଲା ବୋଲି କହି ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିମାନ ଉଡ଼ାଣ କରିବାକୁ ମନା କରିଦେଇଥିଲେ। ଯଦିଓ ପରେ ଅଧିକାରୀମାନେ … Read More