ଟ୍ରମ୍ପଙ୍କୁ ନିଶାଣ କଲେ ବିଲାଓ୍ବଲ- କହିଲେ ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା ଦାୟୀ
ଅପରେସନ ‘ସିନ୍ଦୂର’ ପରେ ନିଜ ଦେଶର ପକ୍ଷର ରଖିବା ଲାଗି ଆମେରିକାରେ ପହଞ୍ଚିଥିବା ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାଓ୍ବଲ ଭୁଟ୍ଟୋ ଆମେରିକାର ନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନିଶାଣ କରି ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି … Read More
