ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ … Read More

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକ ଅଲୌକିକ ଘଟଣା ସାମ୍ନାକୁ ଆସିଛି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ୨୪୨ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୨୦୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ହେଲେ ସୌଭାଗ୍ୟବଶତଃ ଜଣେ ଯାତ୍ରୀଙ୍କୁ … Read More

ବିମାନ ଦୁର୍ଘଟଣା : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ

ଅହମଦାବାଦ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି। ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା। ରୂପାନୀଙ୍କ ଝିଅକୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ। ଗୁଜୁରାଟ … Read More

ଶ୍ରୀଜୀଉଙ୍କ ଜ୍ୱର ଉପଶମ ପାଇଁ ଅଣସରଘରେ ଚାଲିଛି ଗୁପ୍ତ ସେବା

ପୁରୀ: ଶ୍ରୀମନ୍ଦିରରେ ନାହିଁ କୋଳାହଳ ଶୁଭୁନାଇଁ ଘଣ୍ଟ ଘଣ୍ଟାର ଶବ୍ଦ l ଅନ୍ଧାର ଗୃହରେ ଦୀପ ଶିଖା ଆଲୋକରେ ଜ୍ୱରରେ ପୀଡିତ ଶ୍ରୀଜୀଉଙ୍କ ସେବା କରୁଛନ୍ତି ଦଇତାପତି ସେବକ ମାନେ l ସ୍ନାନବେଦିରେ ୧୦୮ ଗରା ଜଳ ସ୍ନାନ କରିବା ପରେ … Read More

ବିମାନ ଦୁର୍ଘଟଣାରେ ପୋଲିସ କମିଶନରଙ୍କ ସୂଚନା, କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ

ଅହମ୍ମଦାବାଦ: ଅହମ୍ମଦାବାଦରେ ଘଟିଥିବା ହୃଦୟ ବିଦାରକ ବିମାନ ଦୁର୍ଘଟଣାରେ ଆସିଛି ବଡ଼ ଦୁଃଖଦ ଖବର। ସଦ୍ୟତମ ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରୁଥିବା କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ। ଅହମ୍ମଦାବାଦର କମିଶନର ସୂଚନା ଦେଇ କହିଛନ୍ତି … Read More

ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ହୋଇଛି । ଅହମ୍ମଦାବାଦରେ ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର AI-171 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେମାନଙ୍କ ମଧ୍ୟରେ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ ବ୍ରିଟିଶ … Read More

B787 ଡ୍ରିମଲାଇନର ଦୁର୍ଘଟଣାରେ ପୁଷ୍ଟି ହେଲା ମୃତକଙ୍କ ସଂଖ୍ୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ମଧ୍ୟ ଥିଲେ

ଅହମଦାବାଦ : ଗୁରୁବାର ମଧ୍ୟାହ୍ନରେ ଅହମଦାବାଦ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଲଣ୍ଡନ ଉଡାଣ କରିଥିବା ଏୟାର ଇଣ୍ଡିଆ ଫ୍ଲାଇଟ୍ ଏଆଇ-୧୭୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନ ବନ୍ଦରରୁ ଉଡାଣ କରିବାର ମାତ୍ର ୫ ମିନିଟ ପରେ ସହରର ମେଘାଣୀ … Read More

କୋର୍ଟରେ ଆତ୍ମସମର୍ପଣ ପରେ ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଜାମିନ

ମାଲକାନଗିରି: ଏସଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ । ସେ ଆଜି ଆତ୍ମସମର୍ପଣ କରିବା ପରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଜାମିନ୍ ଦେବା ନେଇ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । … Read More

ରଜରେ ଖୋଲା ରହିବ ନନ୍ଦନକାନନ, ୧୭ ତାରିଖରେ ବନ୍ଦ ରହିବ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର : ନନ୍ଦନକାନନ କର୍ତ୍ତୃପକ୍ଷ ବଡ଼ ନିଷ୍ପତ୍ତି । ସୋମବାର ରଜ ପର୍ବ ତୃତୀୟ ଦିନ ପଡୁଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ଖୋଲା ରହି ମଙ୍ଗଳବାର ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି । ଓଡ଼ିଶାର … Read More

ଡାକ୍ତରଙ୍କ ହଷ୍ଟେଲ କ୍ୟାଣ୍ଟିନ ଭିତରେ ପଶି ଗଲା ବିମାନ ; ହେଲା ବଡ଼ ବିସ୍ଫୋରଣ

ଅହମ୍ମଦାବାଦ : ଅହମ୍ମଦାବାଦରେ ଗୁରୁବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏୟାରପୋର୍ଟ ନିକଟରେ ଏୟାର ଇଣ୍ଡିଆର ବିମାନ କ୍ରାସ୍‌ ହୋଇଛି। ଲଣ୍ଡନ ପାଇଁ ଉଡ଼ାଣ ଭରିବାର କିଛି ମିନିଟ୍‌ ଭିତରେ ବିମାନ ଏକ ୫ ମହଲା କୋଠାରେ ଖସି ପଡ଼ିଛି। ଜଣାପଡ଼ିଛି … Read More