ଗୃହରକ୍ଷୀଙ୍କୁ ରଜ ଭେଟି ଦେଲେ ରାଜ୍ୟ ସରକାର: ବଢ଼ାଇଲେ ଭତ୍ତା
ଭୁବନେଶ୍ବର: ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍-ଅପ୍ ଭତ୍ତା … Read More
