ଦୁର୍ଘଟଣା ପରେ ଭଗ୍ନାବଶେଷରୁ ମିଳିଲା ଏକ ଡିଭିଆର୍
ଅହମ୍ମଦାବାଦ୍: ଏୟାର ଇଣ୍ଡିଆ ଅହମ୍ମଦାବାଦ-ଲଣ୍ଡନ ବିମାନ ଦୁର୍ଘଟଣାକୁ ନେଇ ଗୋଟାଏ ପରେ ଗୋଟାଏ ତଥ୍ୟ ହସ୍ତଗତ ହେବାରେ ଲାଗିଛି। ଗୁରୁବାର ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୬୫ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ … Read More
