ଆମେରିକାରେ ଦୁଇ ସାଂସଦଙ୍କୁ ଗୁଳିକାଣ୍ଡ

ୱାଶିଂଟନ: ଦୁଇ ଆମେରିକୀୟ ସାଂସଦ – ସେନେଟର ଜନ୍ ହଫମ୍ୟାନ୍ ଏବଂ ରିପ୍ରେଜେଣ୍ଟେଟିଭ ମେଲିସା ହର୍ଟମ୍ୟାନ୍ – ସେମାନଙ୍କ ଜୀବନ ସାଥୀଙ୍କ ସହିତ ଚାମ୍ପଲିନ୍ ଏବଂ ବ୍ରୁକଲିନ୍ ସ୍ଥିତ ସେମାନଙ୍କ ଘରେ ଗୁଳି ମାଡ଼ ହୋଇଛି । ଏଥିରେ ସେମାନେ ଗୁରୁତର … Read More

ବଡ଼ ବିପଦ ଆଶଙ୍କା : ଇରାନ ପରମାଣୁ କେନ୍ଦ୍ରରୁ ତେଜଷ୍କ୍ରିୟ ବିକିରଣ

ଭିଏନା : ଯାହା ଆଶଙ୍କା କରାଯାଉଥିଲା ତାହା ସତ ପ୍ରମାଣିତ ହେବାପରି ଲାଗୁଛି। ଇରାନର ପରମାଣୁ କେନ୍ଦ୍ର ଗୁଡ଼ିକ ଉପରେ ଇସ୍ରାଏଲର ଆକ୍ରମଣ ପରେ ସେଠାରୁ ତେଜଷ୍କ୍ରିୟ ବିକିରଣ ହେବାର ସଂକେତ ମିଳୁଛି ବୋଲି ଅନ୍ତର୍ଜାତୀୟ ପରମାଣୁ ଶକ୍ତି ସଂସ୍ଥା (ଆଇଏଇଏ) … Read More

ସିଏସଆଇଆର-ଚତୁର୍ଥ ପାରାଡାଇମ୍ ପ୍ରତିଷ୍ଠାନର ନିର୍ଦ୍ଦେଶକ ହେଲେ ଓଡିଆ ବୈଜ୍ଞାନିକ ଗୋପାଳକୃଷ୍ଣ ପାତ୍ର

ଭୁବନେଶ୍ବର : ଡକ୍ଟର ଗୋପାଳ କୃଷ୍ଣ ପାତ୍ର ବାଙ୍ଗାଲୋର ସ୍ଥିତ ସିଏସଆଇଆର-ଚତୁର୍ଥ ପାରାଡାଇମ୍ ପ୍ରତିଷ୍ଠାନର ନିର୍ଦ୍ଦେଶକ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦେଶର ଅଗ୍ରଣୀ ବିଜ୍ଞାନ ଓ କାରିଗରୀ ବିଦ୍ୟାର ସଂସ୍ଥାନ ବୈଜ୍ଞାନିକ ତଥା ଔଦ୍ୟୋଗିକ ଅନୁସନ୍ଧାନ ପରିଷଦ (ସିଏସଆଇଆର)ର ୩୭ଟି … Read More

ଓଏମସିର ‘ପ୍ରଶିକ୍ଷକଙ୍କୁ ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର : ଭାରତର ସର୍ବବୃହତ ଖଣି କମ୍ପାନୀ ମଧ୍ୟରୁ ଗୋଟିଏ ଓଡ଼ିଶା ଖଣି ନିଗମ ଲିମିଟେଡ୍ (ଓଏମସି)ର ପ୍ରମାଣିତ ଆଭ୍ୟନ୍ତରୀଣ ପ୍ରଶିକ୍ଷକଙ୍କ ଏକ କ୍ୟାଡର ସୃଷ୍ଟି କରିବା ପାଇଁ ଭୁବନେଶ୍ୱରର ମୁଖ୍ୟ କାର୍ଯ୍ୟାଳୟରେ ‘ପ୍ରଶିକ୍ଷକଙ୍କୁ ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ ଆରମ୍ଭ କରିଛି। ସଂସ୍ଥାଗତ … Read More

ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକଙ୍କ ବିରୋଧରେ ଉପମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ

ଗୋପାଳପୁର: ବ୍ରହ୍ମପୁର ଠାରେ କାର୍ଯ୍ୟରତ ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକ କୁଆଡେ଼ ସରକାରୀ ସାହାଯ୍ୟ ନେଲେ ପିସି ଦେବାକୁ ପଡ଼ିବ, ନହେଲେ ମୁଁ କୈାଣସି ଅନୁମୋଦନ କରିବି ନାହଁ ବୋଲି ରୋକ ଠୋକ ଚାଷୀ ସମେତ ଗଞ୍ଜାମ ଜିଲ୍ଲା ଫୁଲ ଚାଷୀ ସଂଘ … Read More

ଧର୍ମଶାଳାରେ ରୋଗୀଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଦାସ

ଧର୍ମଶାଳା : ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ମଧ୍ୟାହ୍ନରେ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିଛନ୍ତି। ଧର୍ମଶାଳା ଅଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅନେକ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଜାତୀୟ କଂଗେସ ଦଳ ପକ୍ଷରୁ ପିସିସି ସଭାପତି … Read More

ମାଓବାଦୀଙ୍କ ଆଇଡି ବିସ୍ପୋରଣରେ ଯବାନ ସହିଦ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି । ଆଇଡି ବିସ୍ପୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛି । ତାଙ୍କୁ … Read More

ଯାଜପୁରରେ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ: ସିଲ୍‌ ହେଲା

ଯାଜପୁର,୧୪।୬: ଯାଜପୁର ରୋଡ଼ରେ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଖାଦ୍ୟ ନିରାପତ୍ତା ବିଭାଗ ଓ ବ୍ୟାସନଗର ତହସିଲ ପ୍ରଶାସନ ପୌର ପ୍ରଶାସନର ଏକ ଟିମ୍‌ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟ ଉପରେ ଚଢ଼ାଉକରି ବାସୀ ଓ ଦୂଷିତ ଖାଦ୍ୟ ପଦାର୍ଥର ନମୁନା ସଂଗ୍ରହ … Read More

ଯାଜପୁରରେ ଡାଇରିଆ-ହଇଜା: ସ୍ଥିତି ପରଖିବେ ୧୪ଜଣିଆ କେନ୍ଦ୍ରୀୟ ଟିମ୍‌

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ଆରମ୍ଭ କରିଛି। ଜିଲ୍ଲାରେ ଡାଇରିଆର ବ୍ୟାପିବାର କାରଣ ହଇଜା (କଲେରା) ଜୀବାଣୁ ହୋଇଥାଏ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଜିଲ୍ଲାର ପରିସ୍ଥିତି ସଂପର୍କରେ ଅବଗତ ହେବା ପାଇଁ … Read More

ଅହମଦାବାଦ ବିମାନ ଦୁର୍ଘଟଣା, କେନ୍ଦ୍ର ଗୃହ ସଚିବଙ୍କ ଅଧ୍ୟକ୍ଷତାରେ ତଦନ୍ତ କମିଟି ଗଠିତ

ନୂଆଦିଲ୍ଲୀ: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମ ମୋହନ ନାଇଡୁ କହିଛନ୍ତି ଯେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ବର୍ତ୍ତମାନ ଭାରତୀୟ ବିମାନ ସେବାରେ ଥିବା ୩୪ଟି ବୋଇଂ ୭୮୭ ବିମାନର ସମ୍ପୂର୍ଣ୍ଣ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ … Read More