ଚର୍ଚ୍ଚାରେ ବିଜ୍ଞାପନ, ଦୁର୍ଘଟଣା ହେବ ବୋଲି ଜାଣିଥିଲା କି ଏହି କମ୍ପାନି?
ନୂଆଦିଲ୍ଲୀ: ଗୁରୁବାର ଅହମଦାବାଦରେ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ଏହାର କାରଣ ଜାଣିବା ପାଇଁ ତଦନ୍ତ ଚାଲିଥିବା ବେଳେ ଏବେ ଏକ ଖବରକାଗଜର ବିଜ୍ଞାପନ ଚର୍ଚ୍ଚାକୁ ଆସିଛି। ବିଜ୍ଞାପନରେ ବିମାନକୁ ଏଭଳି … Read More
