ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ: ମନ୍ତ୍ରୀ ରବି ନାରାୟଣ ନାୟକ
ଭୁବନେଶ୍ବର: ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ। … Read More
