ଇସ୍ରାଏଲ-ଇରାନ ଯୁଦ୍ଧ ଅଟକାଇଦେବି, ଯେମିତି ଭାରତ-ପାକ ଯୁଦ୍ଧ ଅଟକାଇଥିଲି : ଟ୍ରମ୍ପ

ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଯେପରି ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତି ଆଣିଛନ୍ତି, ସେହିପରି ସେ ଇସ୍ରାଏଲ  ଏବଂ ଇରାନ ମଧ୍ୟରେ ଯୁଦ୍ଧକୁ ମଧ୍ୟ ବନ୍ଦ କରିପାରିବେ। ତେବେ ଟ୍ରମ୍ପଙ୍କ ଏହି ବୟାନକୁ … Read More

‘ଶୃଙ୍ଖଳିତ ଓ ସୁରକ୍ଷିତ ରଥଯାତ୍ରା ନେଇ ସବୁ ବିଭାଗ ସହ ଆଲୋଚନା ସରିଛି’

ଭୁବନେଶ୍ବର/ପୁରୀ: ମହାପ୍ରଭୁଙ୍କର ପବିତ୍ର ରଥଯାତ୍ରା ଯେତିକି ପାଖେଇ ଆସୁଛି, ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନର ଚିନ୍ତା ସେତିକି ବଢ଼ିବାରେ ଲାଗିଛି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ସରକାର ଲାଗିପଡ଼ିଛନ୍ତି। ଏଥି ପାଇଁ ଯାହା ସବୁ … Read More

ଗଛମୂଳରେ ଆଶ୍ରୟ ନେଇଥିଲେ: ବଜ୍ରପାତରେ ଯୁବକ ମୃତ, ୩ ଜଣ ଗୁରୁତର

ବାଙ୍ଗିରିପୋଷି : ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷି ଅଞ୍ଚଳରେ ରବିବାର ବଜ୍ରପାତ ଘଟିଛି। ଏଥିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ବ‌େଳେ ଅନ୍ୟ ତିନି ଜଣ ଗୁରୁତର ଅଛନ୍ତି। ମୃତକ ହେଲେ ଭୀମ ଚରଣ ମାରାଣ୍ଡି (୨୫)। ନିଶ୍ଚିନ୍ତା ପଞ୍ଚାୟତ ଗୋହିରାପାଳ ଗ୍ରାମର … Read More

ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତାକାଲି ପାଇଁ … Read More

‘ହଇଜା ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ନିଅନ୍ତୁ ସରକାର’

ଭୁବନେଶ୍ବର: ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ରାଜ୍ୟରେ ପରିଚାଳିତ ବିଜେପି ସରକାର ବର୍ଷ ପୂର୍ତ୍ତି ପାଳନ କରୁଥିବା ବେଳେ କେନ୍ଦୁଝର, ଯାଜପୁର, ଭଦ୍ରକ, ପୁରୀ ଓ କଟକରେ ଡାଇରିଆ ଓ ହଇଜା ସଂକ୍ରମଣ ବ୍ୟାପିଚାଲିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ … Read More

‘ଦ୍ବିତୀୟ ରଜ’ରେ ନନ୍ଦନକାନନ ବୁଲିଲେ ୩୭,୧୦୮ ଜଣ ପର୍ଯ୍ୟଟକ

ବାରଙ୍ଗ: ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଉଦ୍ଦିଷ୍ଟ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ରେକର୍ଡ ପର୍ଯ୍ୟଟକ ବୁଲିଛନ୍ତି। ଗଣପର୍ବ ‘ରଜ’ ଅବସରରେ ପର୍ଯ୍ୟଟକମାନେ ଆଜି ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲିଛନ୍ତି। ସବୁଠାରୁ ବଡ଼ କଥା ହେଲା ପର୍ଯ୍ୟଟକମାନେ ଭଲ … Read More

ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅଞ୍ଚଳରୁ ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତ ଜର୍ଜ ମୁଣ୍ଡାକୁ ପୁଲିସ ଗିରଫ କରିଛି। ଏନେଇ ଆଜି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଓବାଦୀଙ୍କ ଇନଫର୍ମର … Read More

ଯାଜପୁରରେ କେନ୍ଦ୍ରୀୟ ଟିମ୍ : ହଇଜା ସ୍ଥିତି ନେଇ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା

ଯାଜପୁର : ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ … Read More

ଯାଜପୁର ଜିଲ୍ଲା ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ: ଧର୍ମଶାଳାରେ ସ୍ଥିତିର ଅନୁଧ୍ୟାନ କଲେ

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ପରେ ସ୍ଥିତିର ଅନୁଧ୍ୟାନ କରିବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଧର୍ମଶାଳାରେ ପହଞ୍ଚି ରୋଗୀ ଓ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ … Read More

କେରଳରେ ଲଗାଣ ବର୍ଷା: ତଳିଆ ଅଞ୍ଚଳ ଜଳମଗ୍ନ

ଥିରୁଭାନ୍ତପୁରମ,୧୫।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରବିବାର କେରଳର ବିଭିନ୍ନ ସ୍ଥାନରେ ନିରନ୍ତର ଏବଂ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା, ପବନ ଯୋଗୁ ବିଭିନ୍ନ ସ୍ଥାନରେ ଗଛଗୁଡିକ ଉପୁଡ଼ି ପଡ଼ିଥିବା ବେଳେ ଉଚ୍ଚ … Read More