ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଦିନ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III’ ପ୍ରଦାନ କରାଯାଇଛି। ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିଛନ୍ତି। ପୁରସ୍କାର ଗ୍ରହଣ … Read More

ହଇଜା ବ୍ୟାପିବା ପରେ ରାଜଧାନୀର ହୋଟେଲ-ଫାଷ୍ଟଫୁଡ୍ ଦୋକାନରେ ଚଢ଼ଉ

ଭୁବନେଶ୍ୱର: ରାଜଧାନୀକୁ ହଇଜା ଭୟ। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ଆକ୍ସନ ମୋଡରେ ବିଏମସି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ … Read More

୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ଵର: ୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଭୁବନେଶ୍ୱର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ … Read More

ଏସସିବିରେ ଜଣେ ହଇଜା ରୋଗୀଙ୍କ ମୃତ୍ୟୁ

କଟକ: କଟକ ଏସସିବି ମେଡିକାଲରେ ଜଣେ ହଇଜା ରୋଗୀଙ୍କର ସୋମବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଯାଜପୁର ଜିଲାର ସୁକିନ୍ଦା ଅନ୍ତର୍ଗତ ହାତୀବାରିର ବସନ୍ତ ବାରିକ। କିଛି ଦିନ ତଳେ ବସନ୍ତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଅବସ୍ଥା ଗୁରୁତର … Read More

ଅଦିନିଆ ରଥଯାତ୍ରା କଲେ ଆଇନଗତ ପଦକ୍ଷେପ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଅଦିନିଆ ରଥଯାତ୍ରା କଲେ ହେବ ଆଇନଗତ ପଦକ୍ଷେପ | ଏମିତି କହିଛନ୍ତି ଆଇନ ମନ୍ତ୍ରୀ  ପୃଥ୍ଵୀରାଜ ହରିଚନ୍ଦନ  | ଶ୍ରୀ ମନ୍ଦିର ପ୍ରଶାସନ ସଂଗେ ଆଲୋଚନା ହୋଇଛି  | ଗଜପତି ମହାରାଜା ପତ୍ର ଲେଖି ସାରିଛନ୍ତି  | ନୂଆପଡାରେ ଅଦିନିଆ … Read More

ବିମାନ ଦୁର୍ଘଟଣା: ମିଳିଲା ଆଉ ଏକ ବ୍ଲାକ୍ ବକ୍ସ

ଅହମଦାବାଦ: ବିମାନ ଦୁର୍ଘଟଣାର ପ୍ରକୃତ କାରଣ କଣ ? କେଉଁ ପରିସ୍ଥିତିରେ ମାଟିରୁ ଉଠୁ ଉଠୁ ଘଟିଗଲା ଏମିତି ଦୁର୍ଘଟଣା ? ତାର କାରଣ ଖୋଜା ଚାଲିଥିବା ବେଳେ ଏତି ମଧ୍ଯରେ ମିଳିଲା ଦୁର୍ଘଟଣାଗ୍ରସ୍ତ ବିମାନର ଦ୍ବିତୀୟ ବ୍ଲାକବକ୍ସ । ଅହମ୍ମଦାବାଦ … Read More

ରାଜ୍ୟରେ କଲେରା ସ୍ଥିତିକୁ ଏଣ୍ଡେମିକ କହିଲେ କେନ୍ଦ୍ରୀୟ ଟିମ୍‌

ଯାଜପୁର: ଗତ କିଛି ଦିନ ହେଲା ଯାଜପୁର ଜିଲ୍ଲାରେ ହଇଜା ବ୍ୟାପିଚାଲିଛି। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। … Read More

ଗଜପତି ମହାରାଜାଙ୍କ ସାନ ଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ

ପୁରୀ: ଗଜପତି ମହାରାଜାଙ୍କ ସାନଭାଇଙ୍କ ପରଲୋକ। ରଣାର୍ଣ୍ଣବ ଦେବଙ୍କର ରବିବାର ରାତିରେ ପରଲୋକ ହୋଇଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ରାଜକୀୟ ପରମ୍ପରା ଅନୁଯାୟୀ ତାଙ୍କର … Read More

ବିମାନ ଦୁର୍ଘଟଣା ପରଠୁ ନିଖୋଜ ଅଛନ୍ତି ସଙ୍ଗୀତ ନିର୍ଦେଶକ ମହେଶ ଜିରାଓ୍ବାଲା

ଅହମ୍ମଦାବାଦ ବିମାନ ଦୁର୍ଘଟଣା ପରଠାରୁ ସଂଗୀତ ନିର୍ଦେଶକ ମହେଶ କାଲାଓ୍ବାଡିଆ ଓରଫ ମହେଶ ଜିରାଓ୍ବାଲା ନିଖୋଜ ଅଛନ୍ତି। ମହେଶ ରହସ୍ୟମୟ ଭାବେ ନିଖୋଜ ହୋଇଯିବା ସମସ୍ତଙ୍କୁ ଚକ୍କିତ କରିଛି। କାରଣ ମହେଶ ବିମାନରେ ଯାତ୍ରା କରୁ ନ ଥିଲେ କିମ୍ବା ମେଡିକାଲ … Read More

ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଡାଇରିଆ ନିରାକରଣ ଅଭିଯାନ

ଭୁବନେଶ୍ବର: ରାଜ୍ୟରେ ବ୍ୟାପୁଥିବା ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାର ନିରାକରଣ ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି । ସୂଚନା ଦେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ସଂଯୁକ୍ତା ସାହୁ । ସେ କହିଛନ୍ତି ଯେ, ଏହି ଅଭିଯାନ ଦେଢ଼ … Read More