ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା: ସରକାରଙ୍କୁ କଠୋର ପଦକ୍ଷେପ ଗ୍ରହଣ କରିବାକୁ କହିଲେ ନବୀନ
ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍ବେଗ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ … Read More
