୮ ଗୁଣା ବଢ଼ିଲା ଭୁବନେଶ୍ଵର ରେଳଷ୍ଟେଶନ ପାର୍କିଂ ଫି’
ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ବାହାରେ ମାଷ୍ଟର କ୍ୟାଣ୍ଟିନ୍ ସ୍କୋୟାରରେ ଥିବା ପାର୍କିଂ ୟାର୍ଡର ପାର୍କିଂ ଫି ହଠାତ୍ ୮ ଗୁଣା ବୃଦ୍ଧି ହୋଇଛି। ଯାହାକୁ ନେଇ ଯାତ୍ରୀମାନଙ୍କ ଗହଣରେ କ୍ଷୋଭ ଦେଖାଦେଇଛି। ଜୁନ୍ ୧୨ ତାରିଖରେ ରଜ ଛୁଟି ସମୟରେ … Read More
