କେନ୍ଦ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୁଲିସ

କୋଲକାତା : ପଶ୍ଚିମବଙ୍ଗରେ ବିଜେପି ରାଜ୍ୟ ସଭାପତି ତଥା କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କୁ ଶୁକ୍ରବାର ପୁଲିସ ହେପାଜତକୁ ନେଇଛି। ତାଙ୍କୁ ଲାଲବଜାର ପୁଲିସ ମୁଖ୍ୟାଳୟର ହାଜତକୁ ନିଆଯାଇଛି। ଏହି ଘଟଣା କେବଳ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି କରିଛି … Read More

ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ: ୩ ଜଣଙ୍କୁ ଗିରଫ କଲା ପୋଲିସ, ଜଣେ ଫେରାର

କଟକ: ଭାଇ ସାଜିଲା ଭଗାରୀ । ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ । ମିଳିମିଶି ଜୀବନ ନେଲେ ଭାଇ, ଭାଇ ବୋହୂ ଓ ପୁତୁରା । କଟକ ବକ୍ସିବଜାର ସିଡିଏ ମାର୍କେଟ କମ୍ପ୍ଲେକ୍ସ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ । ତିନି ଜଣଙ୍କୁ … Read More

ଯବାନ-ମାଓବାଦୀ ମଧ୍ୟରେ ଗୁଳିବିନିମୟ, ୨ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲ୍ଲାର ଛୋଟାବେଠିଆ ଅଞ୍ଚଳରେ ଆଜି ସକାଳେ ଯବାନ-ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳିବିନିମୟରେ ୨ ନକ୍ସଲ ନିହତ ହୋଇଥିବା ସୂଚନା ରହିଛି। ସୂଚନା ଅନୁସାରେ ଛୋଟାବେଠିଆ ଅଞ୍ଚଳରେ ପ୍ରାୟ ଅଧ ଘଣ୍ଟା … Read More

ଆଜି ରାତିରେ ଦିଲ୍ଲୀ ଫେରିବେ ଇରାନରେ ଫସିଥିବା ୧୦୦୦ ଭାରତୀୟ

ନୂଆଦିଲ୍ଲୀ: ଇରାନରୁ ଭାରତ ଫେରିବେ ହଜାରେ ଭାରତୀୟ ନାଗରିକ । ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଉଗ୍ର ରୂପ ନେଉଥିବା ବେଳେ ଇରାନରେ ରହୁଥିବା ଭାରତୀୟଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜି ଇରାନରୁ ୧୦୦୦ ଭାରତୀୟ ଭାରତ ଅଭିମୁଖେ ଯାତ୍ରା କରିବେ … Read More

ବରଯାତ୍ରୀଙ୍କ ଉପରେ ପଡିଲା ବିରାଟ ଆମ୍ବ ଗଛ, ଜଣେ ମୃତ ୩ ଗୁରୁତର

କେନ୍ଦୁଝର : ବର ସାଙ୍ଗରେ ବରଯାତ୍ରୀ ହୋଇ ଯାଉଥିଲେ ପ୍ରଶାନ୍ତ କୁମାର । କନିଆ ଘରେ ପହଞ୍ଚି ବାହାଘରର ମଜା ନେଇଥାନ୍ତେ । ନାଚି ନାଚି ବର ଧରି ଯାଉଥିଲେ ପ୍ରଶାନ୍ତ । କିନ୍ତୁ ରାସ୍ତା ମଝିରେ ଯେ ତାଙ୍କ ସହ … Read More

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି । ସେଠି କୋକିଲା … Read More

ଜୁନ ୨୪ ସୁଦ୍ଧା ହାଜର ହୁଅ : ଶେଖ୍ ହାସିନାଙ୍କୁ ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

ଢାକା :  ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍ ଶେଖ ହାସିନାଙ୍କୁ ଜୁନ୍ ୨୪ ତାରିଖରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି। ମାନବତା ବିରୋଧୀ … Read More

ବଡ଼ଚଣା ବ୍ଲକ୍‌ର ୬ ହୋଟେଲ ସିଲ୍, ଜଳ ନମୁନାରୁ ମିଳିଲା ଇ-କୋଲାଇ ପଜେଟିଭ

ଯାଜପୁର: ଯାଜପୁର ଜିଲ୍ଲାରେ ଆତଙ୍କ ଖେଳାଇଛି ଡାଇରିଆ । ଦିନକୁ ଦିନ ବଢ଼ିବାରେ ଲାଗିଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା । ଏଭଳି ପରିସ୍ଥିତିରେ ଏବେ ବଡ଼ଚଣା ବ୍ଲକ୍‌ର ୬ ହୋଟେଲକୁ ସିଲ୍ କରିଛନ୍ତି ଜିଲ୍ଲା ପ୍ରଶାସନ । ଯାଜପୁର ଜିଲ୍ଲାରେ ଡ଼ାଇରିଆ ଆତଙ୍କକୁ … Read More

ହାଇକୋର୍ଟ ଗଲେ ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳ ଧୀମନ୍ ଚକ୍‌ମା

ଭବାନୀପାଟଣା: ଧର୍ମଗଡ଼ ଉପଜିଲ୍ଲାପାଳ ଥିବା ଆଇଏଏସ୍‌ ଧୀମନ ଚକମାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ତେବେ ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ … Read More

ଇରାନ ପହଞ୍ଚିଲା ଚୀନର ୩ଟି ରହସ୍ୟମୟ ବିମାନ

ତେହେରାନ: ଦିନକୁ ଦିନ ଇରାନ ଓ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଘମାଘୋଟ ରୂପ ନେଉଛି । ଏହି ଯୁଦ୍ଧରେ ଆମେରିକା ଯୋଗ ଦେବାର ଆଶଙ୍କା ମଧ୍ୟରେ ଚୀନ ଓ ରୁଷ ଇରାନକୁ ଗୋପନରେ ସହାୟତା କରୁଛନ୍ତି । ଚୀନ ପକ୍ଷରୁ … Read More