ଉପର ମୁଣ୍ଡରେ ପ୍ରବଳ ବର୍ଷା, ଫୁଲୁଛି ସୁବର୍ଣ୍ଣରେଖା

ଜଳେଶ୍ୱର : ଫୁଲୁଛି ସୁବର୍ଣ୍ଣରେଖା । ନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବାରେ ଲାଗିଛି । ଝାଡଖଣ୍ତ ଗାଲୁଡିହି ବ୍ଯାରେଜ ୨ ଲକ୍ଷ ୪୨ ହଜାର କ୍ୟୁସେକ ପାଣି ଛାଡ଼ିଥିବାରୁ ନଦୀର ଜଳସ୍ତର କ୍ରମଶଃ ବୃଦ୍ଧି … Read More

ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ

କଟକ: ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ। ୭୮ ବର୍ଷ ବୟସରେ କଟକର ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ଗତ ୧୪ ତାରିଖରୁ ଚିକିତ୍ସିତ ହେଉଥିଲେ ନିରଞ୍ଜନ ରଥ। ଚାରିଦିନ ତଳେ ଭୀଷଣ ଜ୍ବର, … Read More