ଇରାନ-ଇସ୍ରାଏଲ ଯୁଦ୍ଧକୁ ନେଇ ମୋଦି ସରକାର ଉପରେ ପ୍ରଶ୍ନ ଉଠାଇଲେ ସୋନିଆ
ନୂଆଦିଲ୍ଲୀ,୨୧।୬: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ଇଂରାଜୀ ଖବରକାଗଜରେ ଏକ ସ୍ତମ୍ଭ ଲେଖିଛନ୍ତି। ଏଥିରେ ସେ କହିଛନ୍ତି, ଇରାନ ଭାରତର ପୁରୁଣା ବନ୍ଧୁ ଏବଂ ଗଭୀର ସମ୍ପର୍କ ଦ୍ୱାରା ଆମ … Read More
