ଉପନିର୍ବାଚନରେ ଚମକିଲା ଆପ୍‌ : ୨ ଆସନରେ ବିଜୟୀ

ଲୁଧିଆନା,୨୩।୬: ପଞ୍ଜାବର ଲୁଧିଆନା ପଶ୍ଚିମ ବିଧାନସଭା ଆସନ ଏବଂ ଗୁଜରାଟର ବିସାବାଦ ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନରେ ଆମ ଆଦମୀ ପାର୍ଟି (ଆପ) ପ୍ରାର୍ଥୀମାନେ ବଡ଼ ବିଜୟ ହାସଲ କରିଛନ୍ତି। ଏହା ଆପ ପାଇଁ ଜୀବନ ରକ୍ଷାକାରୀଠାରୁ କମ ନୁହେଁ। ପାଞ୍ଚ … Read More

ଇରାନକୁ ସାହାଯ୍ୟ କରିବୁ : ପୁଟିନ

ମସ୍କୋ : ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷରେ ଆମେରିକାର ପ୍ରବେଶ ପରେ ଆଜି ବିଶ୍ୱରେ ତୃତୀୟ ବିଶ୍ୱଯୁଦ୍ଧର ଆଶଙ୍କା ବୃଦ୍ଧି ପାଇଛି। ଇରାନ ଉପରେ ଆମେରିକାର ଆକ୍ରମଣ ପରେ ରୁଷ ଇରାନକୁ ସମସ୍ତ ପ୍ରକାରର ସାହାଯ୍ୟ ଯୋଗାଇବାକୁ ପ୍ରତିଶ୍ରୁତି … Read More

ରାଜ୍ୟସଭା ଯିବେନି ବୋଲି କହିଲେ କେଜ୍ରିଓ୍ବାଲ !

ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଆପ୍) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍ ରାଜ୍ୟସଭାକୁ ଯିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ସୋମବାର (୨୩ ଜୁନ୍) ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭାକୁ ଯିବା ପ୍ରଶ୍ନରେ ସେ କହିଛନ୍ତି, … Read More

ଲଗାଣ ବର୍ଷାରେ ବେହାଲ ସୁରଟ

ଗାନ୍ଧୀନଗର: ମୌସୁମୀ ଜନିତ ବର୍ଷାରେ ବେହାଲ ହୋଇଛି ସୁରଟ । ସକାଳେ ସକାଳେ ଲଗାଣ ବର୍ଷା ପରେ ସହରରେ ବନ୍ୟା ପରି ସ୍ଥିତି ଉପୁଜିଛି । ପ୍ରବଳ ବର୍ଷା ଫଳରେ ସହର ବିଭିନ୍ନ ସ୍ଥାନରେ ଆଣ୍ଠୁଏ ଆଣ୍ଠୁଏ ପାଣି ଛିଡ଼ା ହୋଇଛି … Read More

‘ଆମରି ଶିଶୁ’ ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬: ଶିଶୁ କଲ୍ୟାଣ ଏବଂ ଡିଜିଟାଲ ପ୍ରଶାସନକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୁପ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ରାଜ୍ୟ ମହିଳା ଏବଂ ଶିଶୁ ପ୍ରତିଷ୍ଠାନରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ଅଧୀନରେ ‘ଆମରି … Read More

ଭାଙ୍ଗିଲା ମହିମା ଗାଦିର ଦଧିନଉତି

ଢେଙ୍କାନାଳ  : ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି। ସୋମବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ମହିମା ସନ୍ନ୍ୟାସୀ … Read More

ଗୋପାଳପୁର ଗଣଦୁଷ୍କର୍ମ ମାମଲା ; ନିଜ ଆଡୁ ମାମଲା ରୁଜୁ କରିଛି ଏନଏଚଆରସି

ଭୁବନେଶ୍ୱର : ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ସୋମବାର ନିଜ ଆଡୁ ମାମଲା ରୁଜୁ କରିଛି  ଜାତୀୟ ମାନବାଧିକାର କମିଶନ(ଏନଏଚଆରସି) । ୨ ସପ୍ତାହ ଭିତରେ ରିପୋର୍ଟ ଦେବାକୁ ମୁଖ୍ୟ ଶାସନ ସଚିବ ଓ ପୁଲିସ ଡିଜିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । … Read More

ରାଜ୍ୟପାଳଙ୍କ ଉଦ୍‌ବେଗ: କହିଲେ ଅଫିସର ବି ଜାଣୁନାହାନ୍ତି ଯୋଜନା

ଭୁବନେଶ୍ୱର,୨୩ା୬: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ, ରାଜ୍ୟର ୫ ପ୍ରତିଶ୍ରତ ଲୋକ ବିଭିନ୍ନ ସାମାଜିକ ଯୋଜନା ଜାଣିଥିବାବେଳେ … Read More

୨୫ରେ ବିଜେଡି ଯୁବ ଛାତ୍ର ସଂଗଠନର ଆନ୍ଦୋଳନ

ଭୁବନେଶ୍ୱର: ରାଜ୍ୟରେ ଛାତ୍ରୀମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବାବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ଅଭିଯୋଗ କରିଛି ବିଜୁ ଯୁବ ଓ ଛାତ୍ର ଜନତା ଦଳ। ଏହାର ପ୍ରତିବାଦରେ ଜୁନ୍ ୨୫ ତାରିଖ … Read More

ପୁଣି ଫର୍ଡୋ ଆଣବିକୁ କେନ୍ଦ୍ର ଉପରେ ଆକ୍ରମଣ କଲା ଇସ୍ରାଏଲ

ତେହେରାନ: ଆମେରିକାର ବିମାନ ଆକ୍ରମଣ ପରେ ଇସ୍ରାଏଲ ମଧ୍ୟ ଇରାନର ଫୋର୍ଡୋ ପରମାଣୁ କେନ୍ଦ୍ର ଉପରେ ମଧ୍ୟ ଆକ୍ରମଣ କରିଛି। ଇରାନର ସମାଚାର ଏଜେନ୍ସି ତସନିମର ରିପୋର୍ଟ ଅନୁଯାୟୀ, କୋମ୍ ପ୍ରଦେଶର ବିପର୍ଯ୍ୟୟ ପରିଚାଳନା ମୁଖ୍ୟାଳୟ କହିଛି ଯେ ଇସ୍ରାଏଲୀ ସେନା … Read More