ଅସ୍ତ୍ରବିରତି ପାଇଁ ରାଜି ହେଲା ଇରାନ

ନୂଆଦିଲ୍ଲୀ: ୧୨ ଦିନ ଧରି ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଶେଷ । ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଯୁଦ୍ଧବିରତି ଆରମ୍ଭ ହୋଇଥିବା ନେଇ ଘୋଷଣା କରିଦେଇଛନ୍ତି । ଏହାକୁ ଉଲଘଂନ ନକରିବାକୁ ବି କହିଛନ୍ତି । ଆଉ … Read More

ଦଶ ମୂଳ ମୋଦକ ଚୋରୀ ଘଟଣା; ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ଜଗନ୍ନାଥ ସ୍ୱାଇଁ ମହାପାତ୍ର

ପୁରୀ: ଦଶ ମୂଳ ମୋଦକ ଚୋରୀ ଅଭିଯୋଗରେ ନୂଆ ମୋଡ । ଅନବସରରେ ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ୭୦ ମୋଦକ କମ୍ ପଡ଼ିବା ନେଇ ବାଡଗ୍ରାହୀଙ୍କ ଅଭିଯୋଗ ପରେ ଜୋର୍ ଧରିଛି ଚୋରି ଚର୍ଚ୍ଚା । ଶ୍ରୀମନ୍ଦିର ମୁଖ୍ୟ … Read More

ଜୁଲାଇ ୧ରୁ ବଢିବ ଟ୍ରେନ ଭଡ଼ା

ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଭାରତୀୟ ରେଳବାଇ ଗତ କିଛି ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଯାତ୍ରୀବାହୀ ଟ୍ରେନ ଭଡା ବୃଦ୍ଧି କରିବାକୁ ଯାଉଛି। ଆସନ୍ତା ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ। ରିପୋର୍ଟ ଅନୁଯାୟୀ, ଅଣ-ବାତନୁକୂଳିତ ଟ୍ରେନ … Read More

କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗୋପାଳପୁରରେ ଭିଜିଲାନ୍ସର ଏସ ଆଇ ଟି ଟିମ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଭିଜିଲାନ୍ସ ଏସ ଆଇ ଟି ଟିମ । କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗ୍ରାଉଣ୍ଡ ଜିରୋରେ ଏସ ଆଇ ଟିର ୧୦ ଜଣିଆ ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି। ହେମଗିରି ଗୋପାଳପୁର କୋଇଲା ଖଣି ଲୁଟ ଘଟଣାରେ … Read More

ରାଜ୍ୟରେ ଆଉ ୫ଶହ ରାଇସ୍ ମିଲ୍‌ର ଆବଶ୍ୟକତା ରହିଛି: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍‌ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି ବୋଲି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, … Read More

ହନିମୁନ୍ ହତ୍ୟା ମାମଲାରେ ୮ ଗିରଫ, ନାର୍କୋ ଟେଷ୍ଟ ଦାବି କରିବେ ରାଜା ରଘୁବଂଶୀଙ୍କ ପରିବାର

ସ୍ୱାମୀ ରାଜା ରଘୁବଂଶୀ ହତ୍ୟା ମାମଲାରେ ସୋନମ୍ ରଘୁବଂଶୀ ମୁଖ୍ୟ ଅଭିଯୁକ୍ତ ବୋଲି ସ୍ପଷ୍ଟ ହେବାରେ ଲାଗିଛି। ଏହି ଘଟଣାରେ ସୋନମ୍ ରଘୁବଂଶୀ ଇନ୍ଦୋରରେ ରହୁଥିବା ଫ୍ଲାଟର ମାଲିକଙ୍କ ସମେତ ଆଠ ଜଣଙ୍କୁ ପୁଲିସ ଗିରଫ କରିଛି। ସୋନମ୍, ତାଙ୍କ ଅଭିଯୁକ୍ତ … Read More

ଜୁନ ୨୫ରେ ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ | ଭୁବନେଶ୍ଵର ରେଳ ଅଡିଟରିୟମରେ ପାଳିତ ହେବ ରାଜ୍ୟସ୍ତରୀୟ ସମ୍ବିଧାନ ହତ୍ୟା ଦିବସ କାର୍ଯକ୍ରମ | ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେବେ | ଏନେଇ ସୂଚନା … Read More

‘ମୁଖ୍ୟମନ୍ତ୍ରୀ ସମୟ ଦେଉନାହାନ୍ତି, ରାଷ୍ଟ୍ରପତିଙ୍କୁ ଭେଟିବ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି’

ଭୁବନେଶ୍ୱର: ଆମେ ଗୋପାଳପୁରରୁ ଫେରିବାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲୁ, ହେଲେ ସେ ସମୟ ଦେଉ ନାହାନ୍ତି । ରାଜ୍ୟରେ ବିଜେପି ସରକାରର ବର୍ଷେ ବିତିଗଲା, ହେଲେ ମହିଳା କମିଶନ ଚୟନ ହୋଇପାରିଲା ନାହିଁ । ଏଠାକାର ପ୍ରଶାସନ ଠିକ୍ କାମ କରୁନାହିଁ … Read More

ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ, ଅଭିଯୋଗକୁ ଖଣ୍ଡନ କଲେ ଆଇନ ମନ୍ତ୍ରୀ

ପୁରୀ : ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମୋଦକ ଚୋରି ହୋଇଥିବା ନେଇ ବଡଠାକୁରଙ୍କ ବାଡଗ୍ରାହୀ ଦଳଧର ଦାସ ମହାପାତ୍ର କରିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଏଭଳି ବିଭ୍ରାନ୍ତ ଗ୍ରହଣୀୟ … Read More

ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ । ୨୦୨୫-୨୬ ବର୍ଷରେ ହିଁ ଆଉ ୯ଟି ମେଡିକାଲ କଲେଜ ଖୋଲିବ । ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଗତସିଂପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ୪ଟି … Read More