ଯାଇପାରିଲାନି ଗାଡ଼ି, ରୋଗୀଙ୍କୁ ୧କିମି ବୋହିଲେ ପରିବାର ଲୋକେ

ନୂଆପଡ଼ା: ପୁଣି ଥରେ ଖଟିଆରେ ରୋଗୀ ବୁହାଯିବା ଘଟଣା ସାମ୍ନାକୁ ଆସିଛି। ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ କେନ୍ଦୁମୁଣ୍ତା ପଞ୍ଚାୟତ ଜାମପାଣି ଗ୍ରାମ ମହୁଲପଡ଼ାରେ ଏହି ଘଟଣା ଦେଖିବାକୁ ମିଳିଛି। ଗାଁର ଗଦାଧର ନାଏକଙ୍କ ଗୋଡ଼ ଭାଙ୍ଗି ଯିବାରୁ ଚିକିତ୍ସା … Read More

ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଭୁବନେଶ୍ଵର: ଓଡ଼ିଶାରେ ନାରୀ ଅସୁରକ୍ଷିତ। ଦିନକୁ ଦିନ ମହିଳାମାନଙ୍କ ଉପରେ ଗଣଦୁର୍ଷମ ଓ ଅତ୍ୟାଚାର ବଢି ବଢି ଚାଲିଛି। ଏହା ବିରୋଧରେ ବୁଧବାର ରାଜ୍ୟର ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ବିଜେଡିର ଅଲ ଓଡ଼ିଶା ଷ୍ଟୁଡେଣ୍ଟ ଷ୍ଟ୍ରାଇକ। ରାଜ୍ୟରେ ବଢି ଚାଲିଥିବା … Read More

ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ‘ଉଚ୍ଚସ୍ତରୀୟ କମିଟି’

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ଥିବା ସମସ୍ୟାର ସମାଧାନ ପାଇଁ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ବୈଠକରେ କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ … Read More

କଟକରେ ବର୍ଷା: ଭୁଶୁଡ଼ିଲା ଶିଶୁଭବନ କାନ୍ଥ, ସିଡିଏରେ ଦବିଲା ୨୦ ଫୁଟ୍‌ ରାସ୍ତା

କଟକ/ବାରଙ୍ଗ: ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। କଟକ ସହର ଏଥିରୁ ବାଦ୍‌ ପଡ଼ି ନାହିଁ। କଟକ ସହିତ ଏହାର ଆଖପାଖ ଅଞ୍ଚଳରେ … Read More

ଘୂର୍ଣ୍ଣିବଳୟ ସକ୍ରିୟ; ୩ଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା … Read More

ବିଜେପି ନିର୍ଦ୍ଦେଶ ଦେଲା ଆଉ କଂଗ୍ରେସ ମାନିଗଲା: କେଜ୍ରିୱାଲ

ଦିଲ୍ଲୀ: ଆମ ଆଦମୀ ପାର୍ଟି (AAP) ଗୁଜରାଟର ଭିସାବାଦର ଆସନ ଏବଂ ପଞ୍ଜାବର ଲୁଧିଆନା ପଶ୍ଚିମ ଆସନରେ ବିଜୟ ହୋଇଛି । ଏହା ସହିତ, ଦଳ ମିଶନ ୨୦୨୭ ଆରମ୍ଭ କରିଛି। ୨୦୨୭ରେ ପଞ୍ଜାବ ଏବଂ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ … Read More

ଆମାଜନ ମାଲିକ ୬୧ ବର୍ଷୀୟ ଜେଫ୍ ବେଜୋସ୍ ଦ୍ୱିତୀୟ ଥର ପାଇଁ ବିବାହ କରିବେ ୫୫ ବର୍ଷୀୟ ପ୍ରେମିକାଙ୍କୁ

ଭେନିସ୍: ଆମାଜନ ମାଲିକ ଏବଂ ବିଶ୍ୱର ତୃତୀୟ ସବୁଠାରୁ ଧନୀ ବ୍ୟକ୍ତି ଜେଫ୍ ବେଜୋସ୍ ଦ୍ୱିତୀୟ ଥର ପାଇଁ ବିବାହ କରିବାକୁ ଯାଉଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ଲରେନ୍ ସାଞ୍ଚେଜ୍‌ଙ୍କୁ ବିବାହ କରିବେ। ଏହି ବିବାହ ଇଟାଲୀର ସୁନ୍ଦର ସହର ଭେନିସ୍‌ରେ … Read More

ଦକ୍ଷିଣ ଗାଜାରେ ଯୁଦ୍ଧ ଅଭିଯାନ ସମୟରେ ୭ ଇସ୍ରାଏଲ ସୈନିକ ମୃତ

ତେଲ ଅଭିବ : ଦକ୍ଷିଣ ଗାଜାରେ ଯୁଦ୍ଧ ଅଭିଯାନ ସମୟରେ ଏକ ବିସ୍ଫୋରକ ଡିଭାଇସ୍ ସେମାନଙ୍କ ସଶସ୍ତ୍ର ଯାନରେ ଆଘାତ ପାଇବା ପରେ ଇସ୍ରାଏଲର ସାତ ଜଣ ସୈନିକଙ୍କ ମୃତ୍ୟୁ ଘଟିଥିବା ଇସ୍ରାଏଲ ସ୍ପଷ୍ଟ କରିଛି। ଗତକାଲି ଖାନ ୟୁନିସରେ ଗାଡ଼ି … Read More

ଇସ୍ରାଏଲ ପାଇଁ ଗୁପ୍ତଚର କାର୍ଯ୍ୟ ଅଭିଯୋଗରେ ୩ ଜଣଙ୍କୁ ମୃତ୍ୟୁଦଣ୍ଡ ଦେଲା ଇରାନ

ତେହେରାନ : ଇସ୍ରାଏଲର ଗୁପ୍ତଚର ସଂସ୍ଥା ମୋସାଦ ପାଇଁ ଗୁପ୍ତଚର କାର୍ଯ୍ୟ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ତିନି ଜଣଙ୍କୁ ଆଜି ଇରାନ ମୃତ୍ୟୁଦଣ୍ଡ ଦେଇଛି। ଜୁନ୍ ୧୪ ଏବଂ ଜୁନ୍ ୨୩ ତାରିଖରେ ମଧ୍ୟ ସମାନ ମୃତ୍ୟୁଦଣ୍ଡ ଦିଆଯାଇଥିଲା। … Read More

CBSEର ବଡ଼ ନିଷ୍ପତ୍ତି, ଏଣିକି ବର୍ଷକୁ ୨ ଥର ହେବ ଦଶମ ବୋର୍ଡ଼ ପରୀକ୍ଷା

ନୂଆଦିଲ୍ଲୀ,୨୫।୬: ଯଦି ଆପଣଙ୍କ ପିଲାମାନେ ଦଶମ ଶ୍ରେଣୀ ପାଇଁ ପ୍ରସ୍ତୁତି କରୁଛନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬ରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପଦ୍ଧତିରେ ଏକ ବଡ଼ ପରିବର୍ତ୍ତନ … Read More