ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍, ୨ ଅଟକ
ପୁରୀ : ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍। ଗୁରୁବାର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଉପରେ ଏକ ଡ୍ରୋନ୍ ଉଡ଼ୁଥିବା ଦେଖିବାକୁ ମିଳିଥିଲା। ଅନଧିକାର ଭାବେ ଉଡୁଥିବା ଏହି ଡ୍ରୋନକୁ ପୁଲିସ ଖସାଇ ଏହାକୁ ଜବତ କରିଛି। ଏଥିସହ ଘଟଣାରେ ଦୁଇ … Read More
