ବିଶାଖାପାଟଣାରେ ମହାପ୍ରଭୁଙ୍କ ରଥକୁ ୬କିମି ଟାଣିଲେ ଶ୍ରଦ୍ଧାଳୁ
ବିଶାଖାପାଟଣା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାର ଦଶପଲ୍ଲା ପାହାଡ଼ିରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଲନ କରାଯାଇଛି। ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜ ଦ୍ୱାରା ଆୟୋଜିତ ଏହି ଭବ୍ୟ ମହୋତ୍ସବକୁ କେନ୍ଦ୍ର କରି ଭକ୍ତମାନଙ୍କ ମଧ୍ୟରେ ପ୍ରବଳ … Read More
