ଜୁନ ୩୦ରେ ଜନସାଧାରଣଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦ ତାରିଖ(ସୋମବାର) ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ … Read More

ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କଲେ ଗଜପତି ମହାରାଜ

ପୁରୀ : ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି … Read More

ଶ୍ରୀକ୍ଷେତ୍ର ଜନ ସମୁଦ୍ର : ନିର୍ବିଘ୍ନରେ ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବଦିନବ୍ୟାପୀ ଯାତ୍ରା । ଶ୍ରୀକ୍ଷେତ୍ର ହୋଇଯାଇଛି ଜନସମୁଦ୍ର | ମହାପ୍ରଭୁଙ୍କ ପାଇଁ ପୁରୀରେ ପ୍ରବଳ ଭିଡ । ଭକ୍ତଙ୍କ ସମାଗମ ଦେଖି ଏମିତି ଲାଗୁଛି ସତେ ଯେମିତି ମହାପ୍ରଭୁଙ୍କ ଦର୍ଶନ ଲାଗି ବଡ଼ଦାଣ୍ଡରେ ଜନସମୁଦ୍ର … Read More