ଉତ୍ତରାଖଣ୍ଡ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଚାରିଧାମ ଯାତ୍ରା
ବଡ଼କୋଟ (ଉତ୍ତରାଖଣ୍ଡ): ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚାରିଧାମ ଯାତ୍ରାକୁ ଆଗାମୀ ୨୪ ଘଣ୍ଟା ପାଇଁ ସ୍ଥଗିତ ରଖାଯାଇଛି। ଏହି ସମୟରେ ଯମୁନୋତ୍ରୀ ଜାତୀୟ ରାଜପଥ ସମେତ ଅନେକ ପ୍ରମୁଖ ରାସ୍ତା ବନ୍ଦ … Read More
