ଚୀନ : ଗୋଟିଏ ଦିନରେ ବର୍ଷକର ବର୍ଷା !

ବେଜିଂ : ଚୀନର କେତେକ ରାଜ୍ୟରେ ଏବେ ବର୍ଷା ବିତ୍ପାତ ଜାରି ରହିଛି । ଏପରିକି ଚୀନର ରାଜଧାନୀ ବେଜିଂ ବର୍ଷା ଯୋଗୁଁ ବେହାଲ ହୋଇଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ବେଜିଂର ୧୬ରୁ ୧୨ଟି ଡିଷ୍ଟ୍ରିକ୍ଟ ( କ୍ଷେତ୍ର)ରେ … Read More

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର  ଡାଙ୍ଗମାଳ ନାଗା ନାରାୟଣ ହାଇସ୍କୁଲରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ ।  ଶିକ୍ଷକ ଅମର ପ୍ରସାଦ ମଲ୍ଲିକଙ୍କୁ ସ୍କୁଲ ପରିସରରୁ ଉଠାଇନେଲା ତାଳଚୁଆ ସାମୁଦ୍ରିକ ଥାନା ପୋଲିସ । ଶିକ୍ଷକଙ୍କ ବିରୁଦ୍ଧରେ … Read More

ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

କୋରାପୁଟ: ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ। ଆୟଠୁ ଅଧିକ ସଂପତ୍ତି ଠୁଳ ମାମଲାରେ ବାନ୍ଧିଲା ଭିଜିଲାନ୍ସ । ଭିଜିଲାନ୍ସ ରେଡ ବେଳେ ତାଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା ଓ ପୁଳା ପୁଳା ସୁନାଗହଣା। ଦେଢ଼ … Read More

ବିହାର ସରକାରଙ୍କ ବଡ ଘୋଷଣା, ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌

ପାଟନା : ସାମ୍ବାଦିକଙ୍କ ପାଇଁ ଖୁସି ଖବର । ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌ । ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଉ ଏକ ଭେଟି ଦେଇଛନ୍ତି । ସାମାଜିକ ସୁରକ୍ଷା ପେନ୍‌ସନ୍‌ ପରେ ଏବେ ମାନ୍ୟତାପ୍ରାପ୍ତ ସାମ୍ବାଦିକଙ୍କୁ … Read More

ଅପରାଧୀ ଗ୍ୟାଙ୍ଗର ୬ ସଦସ୍ୟ ଗିରଫ, ପାଞ୍ଚ ବନ୍ଧୁକ ଜବତ

କଟକ : କମିଶନରେଟ ପୋଲିସକୁ ବଡ ସଫଳତା । ପାଞ୍ଚଟି ବନ୍ଧୁକ ଜବତ କରିଛି କଟକ ମାଲଗୋଦାମ ଥାନା ପୋଲିସ । ଏକ ଅପରାଧୀ ଗ୍ୟାଙ୍ଗର ୬ ଜଣ ସଦସ୍ୟଙ୍କୁ ଧରିଛି କମିଶନରେଟ ପୋଲିସ । ୧୩ ଟି ଜୀବନ୍ତ ଗୁଳି, ତିନିଟି … Read More

ଦିଲ୍ଲୀରୁ ଫେରିଲେ ମନମୋହନ, କହିଲେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ କୌଣସି ଆଲୋଚନା ହୋଇନାହିଁ

ଭୁବନେଶ୍ୱର: ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଆଉ ଏହି ଦିଲ୍ଲୀ ଗସ୍ତ ଚର୍ଚ୍ଚାର ବିଷୟ ଥିଲା। ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଥିଲା। ଦିଲ୍ଲୀରେ ମନମୋହନ ସାମଲ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ … Read More

ମୁଁ ଏଭଳି ସରକାରଙ୍କୁ ସମର୍ଥନ କରୁଥିବାରୁ ଦୁଃଖିତ:ନୀତିଶଙ୍କୁ ଘେରିଲେ ଚିରାଗ

ପାଟନା: ଆଗାମୀ ଦୁଇ ମାସ ପରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇବାରେ ଲାଗିଛି। ବିରୋଧୀ ଏବଂ ସରକାର ପରସ୍ପର ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣୁଛନ୍ତି। ଲୋକ ଜନଶକ୍ତି ପାର୍ଟି (ରାମ … Read More

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଣିକି ମିଳିବ ୧୦ ଲକ୍ଷ ଟଙ୍କାର ଜୀବନବୀମା

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଣିକି ୧୦ ଲକ୍ଷ ଟଙ୍କାର ଜୀବନବୀମା ପାଇବେ ସଫେଇ କର୍ମଚାରୀ । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତ୍ୟେକ ସଫେଇ କର୍ମଚାରୀଙ୍କୁ ୧୦ ଲକ୍ଷ ଟଙ୍କାର … Read More

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ବୃଦ୍ଧି ହେଲା ଜେଲ୍ ଅବଧି

ବାଲେଶ୍ବର: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣା । ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ବୃଦ୍ଧି ହେଲା ଜେଲ ଅବଧି। ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ନିଲମ୍ବିତ ହୋଇଥିବା ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧି ହୋଇଛି। … Read More

୨୦୨୫ରେ ସରିବ ପାନୀୟ ଜଳ ପ୍ରକଳ୍ପ, ଜଳଯୋଗାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ: ମନ୍ତ୍ରୀ

ଭୁବନେଶ୍ୱର: ଆଜି ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ପାନୀୟ ଜଳ ବ୍ୟବସ୍ଥା ଆଜି ମଧ୍ୟ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ହୋଇ ରହିଛି । ୨୦୭ ମେଗା ପ୍ରକଳ୍ପ ଦ୍ୱାରା ପାଣି … Read More