ବ୍ରିଟିଶ ନାଗରିକଙ୍କ ପରିବାରକୁ ଭୁଲ ମୃତଦେହ ହସ୍ତାନ୍ତର କରିବା ଘଟଣାକୁ ଖଣ୍ଡନ କଲେ ସରକାର

ନୂଆଦିଲ୍ଲୀ: ଅହମଦାବାଦ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ବ୍ରିଟିଶ ନାଗରିକଙ୍କ ପରିବାରକୁ ଭୁଲ ମୃତଦେହ ହସ୍ତାନ୍ତର କରାଯାଇଥିବା ନେଇ ବ୍ରିଟିଶ ଗଣମାଧ୍ୟମ ଦାବି କରିଥିଲା। ବ୍ରିଟିଶ ଗଣମାଧ୍ୟମର ଏହି ଦାବିକୁ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପ୍ରତ୍ୟାଖ୍ୟାନ କରି କହିଛି, ‘ଯେ … Read More

ଭାରତ-ବ୍ରିଟେନ୍ ମୁକ୍ତ ବାଣିଜ୍ୟ ଚୁକ୍ତିନାମା

ଲଣ୍ଡନ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୁକ୍ତରାଜ୍ୟ ( ବ୍ରିଟେନ) ଗସ୍ତ ସମୟରେ ଗୁରୁବାର ଭାରତ ଏବଂ ଯୁକ୍ତରାଜ୍ୟ ମଧ୍ୟରେ ଏକ ଐତିହାସିକ ମୁକ୍ତ ବାଣିଜ୍ୟ ରାଜିନାମା (ଏଫଟିଏ) ସ୍ୱାକ୍ଷରିତ ହୋଇଛି। ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଗ୍ରାମୀଣ ବାସଭବନ ଲଣ୍ଡନ ନିକଟସ୍ଥ … Read More

କନ୍ନଡ ଅଭିନେତାଙ୍କ ଜାମିନକୁ ନେଇ ହାଇକୋର୍ଟଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ରେଣୁକାସ୍ୱାମୀ ହତ୍ୟା ମାମଲାରେ କନ୍ନଡ ଅଭିନେତା ଦର୍ଶନ ଏବଂ ଅନ୍ୟ ଅଭିଯୁକ୍ତମାନଙ୍କୁ କର୍ଣ୍ଣାଟକ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ରେଣୁକାସ୍ୱାମୀଙ୍କୁ ଅପହରଣ କରି ନିର୍ଯାତନା ଦେବାପରେ ହତ୍ୟା କରିବା ଅଭିଯୋଗରେ ଦର୍ଶନଙ୍କୁ ଗତ ବର୍ଷ ଜୁନ୍ ମାସରେ ଗିରଫ … Read More

ଏବେ ହେମନ୍ତଙ୍କ ପାଳି: ଆରଜେଡିକୁ ଏତିକି ଆସନ ମାଗିଲା ଜେଏମଏମ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ନେଇ ଯଦିଓ କୌଣସି ଘୋଷଣା ହୋଇନାହିଁ, ତେବେ ରାଜନୈତିକ ଦଳଗୁଡିକ ସେମାନଙ୍କର ପ୍ରସ୍ତୁତି ଜୋରସୋରରେ କରୁଛନ୍ତି | ବିଶେଷ କରି ବିରୋଧୀ ଦଳଗୁଡ଼ିକର ମହାଗଠବନ୍ଧନରେ ଆଲୋଚନା ତୀବ୍ର ହୋଇଛି। ଆରଜେଡି ନେତୃତ୍ୱାଧୀନ ମହାଗଠବନ୍ଧନରେ ଆସନ ବଣ୍ଟନ … Read More

ଶୁକ୍ରବାର ‘ଓଡ଼ିଶା ଟେକ୍ସ ୨୦୨୫’ : ସୃଷ୍ଟି ହେବ ଅଧିକ ନିଯୁକ୍ତି ସୁଯୋଗ

ଭୁବନେଶ୍ବର ୨୪।୭: ରାଜଧାନୀରେ ଆରମ୍ଭ ହେବ ଓଡ଼ିଶା ଟେକ୍ସ ୨୦୨୫ । ଶୁକ୍ରବାର ଲୋକସେବା ଭବନର କନଭେସନ ହଲ୍‌ରେ ହେବ ଓଡ଼ିଶା ଟେକ୍ସ ୨୦୨୫ ।  ବିଭିନ୍ନ ଇଣ୍ଡଷ୍ଟ୍ରି ଇନଭର୍ଟର ଯୋଗ ଦେବେ । ଓଡ଼ିଶାର ଭିତ୍ତିଭୂମି ସମ୍ପର୍କରେ ଅଧିକ ସୁଯୋଗ ପାଇବେ ସେନେଇ ଆଲୋଚନା ହେବ । ମୁଖ୍ୟମନ୍ତ୍ରୀ ୬ଟି ସ୍ଥାନରେ … Read More

ବିଜେଡି ଛାଡି ବିଜେପିରେ ସାମିଲ ହେଲେ ବ୍ରଜରାଜନଗରର ୧୦ ସରପଞ୍ଚ

ଭୁବନେଶ୍ବର ୨୪।୭: ବିଜେଡି ଛାଡି ବିଜେପିରେ ସାମିଲ ହେଲେ ବ୍ରଜରାଜନଗରର ୧୦ ଜଣ ସରପଞ୍ଚ । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହେଲେ ଏହି … Read More

ଆନ୍ଦୋଳନ କରିବାର ଅଧିକାର ସମସ୍ତଙ୍କର ଅଛି କିନ୍ତୁ ସରକାରୀ ସମ୍ପତ୍ତି ନଷ୍ଟ କରିବାର ଅଧିକାର ନାହିଁ

ଭୁବନେଶ୍ବର ୨୪।୭: ଛାତ୍ର କଂଗ୍ରେସ ଆନ୍ଦୋଳନ ବେଳେ ଭୁବନେଶ୍ୱର ରାଜରାସ୍ତାରେ ବାଡ଼ ଭାଙ୍ଗିବା ଘଟଣା । ଆନ୍ଦୋଳନକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବ ବିଭାଗ । ଏନେଇ ବିଚାର ବିମର୍ଶ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ସ୍ମାର୍ଟସିଟି ଲିମିଟେଡ଼ । ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଆନ୍ଦୋଳନ କରିବାର … Read More

କଂଗ୍ରେସ ପାଳିଲା ଶ୍ରଦ୍ଧାଞ୍ଜଳି ଦିବସ : FM ଛାତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ବଳଙ୍ଗା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା

ଭୁବନେଶ୍ବର ୨୪।୭: ରାଜ୍ୟ କଂଗ୍ରେସ ତରଫରୁ ପାଳିତ ହୋଇଛି ଶ୍ରଦ୍ଧାଞ୍ଜଳି ଦିବସ । ବାଲେଶ୍ବର ଏଫ୍‌ଏମ୍‌ ଛାତ୍ରୀଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ବଳଙ୍ଗା ନାବାଳିକା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ଏହି ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରାଯାଇଛି । ରାଜ୍ୟରେ … Read More

ପ୍ରାଚୀନ ଶିବ ମନ୍ଦିରକୁ ନେଇ କାମ୍ବୋଡିଆ ଓ ଥାଇଲାଣ୍ଡ ମଧ୍ୟରେ ଭୀଷଣ ଯୁଦ୍ଧ

ବ୍ୟାଙ୍କକ୍ : ୟୁକ୍ରେନ-ରୁଷ, ମଧ୍ୟପୂର୍ବରେ ସଂଘର୍ଷ ଜାରି ରହିଥିବାବେଳେ ବିଶ୍ବର ଆଉ ଏକ ଅଂଚଳରେ ଯୁଦ୍ଧ ଆରମ୍ଭ ହୋଇଯାଇଛି । ତାହା ହେଉଛି ଦକ୍ଷିଣ-ପୂର୍ବ ଏସିଆ । ବିଗତ କିଛି ଦିନ ହେଲା କାମ୍ବୋଡିଆ ଓ ଥାଇଲାଣ୍ଡ ମଧ୍ୟରେ ଚାଲିଆସିଥିବା ଉତ୍ତେଜନା … Read More

ରାଜ୍ୟସଭାରୁ ଅବସର ନେଉଥିବା ୬ ସଦସ୍ୟଙ୍କୁ ବିଦାୟୀ ସମ୍ୱର୍ଦ୍ଧନା , ଜଣେ ସାଂସଦଙ୍କ ଫେରିବା ନିଶ୍ଚିତ

ନୂଆଦିଲ୍ଲୀ : ମୌସୁମୀ ଅଧିବେଶନ ବେଳେ ପୂର୍ବତନ ଉପରାଷ୍ଟ୍ରପତି ଜଗଦିପ୍‌ ଧନଖଡଙ୍କ ଇସ୍ତଫାରେ ରାଜ୍ୟସଭା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଗୁରୁବାର ଉପର ସଦନରେ ସେହି ୬ ସଦସ୍ୟଙ୍କୁ ବିଦାୟୀ ଦିଆଯାଇଛି, ଯାହାଙ୍କର କାର୍ଯ୍ୟକାଳ ଶେଷ ହେଉଛି। ଉପାଧ୍ୟକ୍ଷ ହରିବଂଶ ଏହି ପୂରା … Read More