ମଙ୍ଗଳ ଗ୍ରହରେ ଶୈବାଳ ବିକଶିତ : ବଢିଲା ଜୀବନ ବସତିର ଆଶା

ନୂଆଦିଲ୍ଲୀ ୨୪।୦୭; ସ୍ଥାୟୀ ମହାକାଶ ଯାତ୍ରା ପାଇଁ ଏକ ପ୍ରମୁଖ ପଦକ୍ଷପ ଭାବରେ, ଗବେଷକମାନେ ବୈବ ବିଘଟନଶୀଳ ବାୟୋଫ୍ଲାଷ୍ଟିକ ଭିତରେ ଏକ ଶୈବାଳକୁ ସଫଳତାର ସହିତ ବିକାଶ କରିବାରେ ସକ୍ଷମ ହୋଇଛନ୍ତି। ପୃଥିବୀର ଚାପ ତୁଳନାରେ ପ୍ରାୟ ଏକ ପ୍ରତିଶତ ପୃଷଠଚାପ ବିଶିଷ୍ଟ … Read More

ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ମାମଲା: ହାଇକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ: ୨୦୦୬  ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ବମ୍ବେ ହାଇକୋର୍ଟଙ୍କ ରାୟକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ନିମ୍ନ ଅଦାଲତ ଦ୍ୱାରା ଦୋଷୀ ସାବ୍ୟସ୍ତ ୧୨ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୧୨ ଜଣଙ୍କୁ ବମ୍ବେ ହାଇକୋର୍ଟ ମୁକ୍ତ କରିଥିଲେ। … Read More

ଦେଶରେ ପ୍ରତି ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ଯାଉଛି ୬ ଜଣଙ୍କ ଜୀବନ, ସବୁଠି ଅଧିକ ବାଇକ୍ ଆକ୍ସିଡେଣ୍ଟ

ନୂଆଦିଲ୍ଲୀ: ୨୦୨୫ର ପ୍ରଥମ ଛଅ ମାସରେ ସମଗ୍ର ଦେଶରେ ଜାତୀୟ ରାଜପଥରେ ୨୬ ହଜାର ୭୭୦ ଜଣଙ୍କ ମୃତ୍ୟୁ ଘଟିଛି। ସେହି ହିସାବରେ ଦେଖିଲେ ପ୍ରତି ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ୬ରୁ ଅଧିକ ଲାେକଙ୍କ ପ୍ରାଣହାନୀ ଘଟିଛି। ୨୦୨୪ରେ ରାଜପଥରେ ୫୨ … Read More

ଅଢ଼େଇ ଲକ୍ଷ ଟଙ୍କାରେ ବିକୁଥିଲେ ବାଘଛାଲ, ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଘଞ୍ଚ ଜଙ୍ଗଲରେ ଶକ୍ତିଶାଳୀ ପ୍ରାଣୀମାନଙ୍କ ମଧ୍ୟରୁ ଅନ୍ୟତମ ଜନ୍ତୁ ‘ବାଘ’ ମଧ୍ୟ ସୁରକ୍ଷିତ ନାହାନ୍ତି। ଶିକାରୀ କବଳରୁ ବାଘମାନେ ଖସିପାରୁ ନାହାନ୍ତି। ମନୁଷ୍ୟ ନିଜର ସ୍ବାର୍ଥ ପାଇଁ ତଥା କମ ସମୟରେ ଲକ୍ଷପତି ହେବା ପାଇଁ ଅବାଧ ବାଘ ଶିକାର … Read More

ଅନାସ୍ଥା ପ୍ରସ୍ତାବ ବିରୋଧୀଙ୍କ ପାଇଁ ବୁମେରାଂ ହେବ: ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ରାଜ୍ୟରେ ମହିଳାଙ୍କ ବିରୋଧରେ ବଢୁଥିବା ଅପରାଧକୁ ପ୍ରସଙ୍ଗ କରି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବ ଆହ୍ୱାନକୁ ନେଇ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏକ ଶକ୍ତ ଜବାବ … Read More

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା: ରାଜ୍ୟର ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ବର: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‌ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଆଗାମୀ ୨୪ ଘଣ୍ଟା ଏହି ୪ଟି ଜିଲ୍ଲା ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଇଛି। … Read More

ନାରୀ ନ୍ୟାୟ ବାହିନୀ ଆପ୍‌ ଉନ୍ମୋଚିତ

ଭୁବନେଶ୍ଵର: ନାରୀ ନ୍ୟାୟ ବାହିନୀ ସଂଗଠନ ତରଫରୁ ଉନ୍ମୋଚନ ହୋଇଛି ନାରୀ ନ୍ୟାୟ ବାହିନୀ ଆପ୍‌। ପିସିସି ସଭାପତି ଭକ୍ତ ଚରଣ ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଆପ୍‌କୁ ଉନ୍ମୋଚନ କରିଛନ୍ତି। ନାରୀମାନଙ୍କର ଉପରେ ହେଉଥିବା ଅନ୍ୟାୟ ବିରୋଧରେ … Read More

ନାବାଳକ ଛାତ୍ରକୁ ନିସ୍ତୁକ ମାଡ଼: ଭିଡିଓ ଭାଇରାଲ ପରେ ପ୍ରଶାସନର ହସ୍ତକ୍ଷେପ

ଭୁବନେଶ୍ବର: ଏକ ସମ୍ବେଦନଶୀଳ ଘଟଣାକୁ ନେଇ ରାଜ୍ୟସଭା ସାଂସଦ ସୁଲତା ଦେଓ ପୁଣି ଥରେ ରାଜ୍ୟ ସରକାରଙ୍କୁ ପରୋକ୍ଷ ଭାବେ ଟାର୍ଗେଟ୍‌ କରିଛନ୍ତି। ଯାଜପୁରଜିଲ୍ଲା କାଳିଆପାଣି ଅଞ୍ଚଳରେ ଜଣେ ନାବାଳକଙ୍କୁ ଚପଲରେ ମାଡ଼ ମରାଯିବା ଘଟଣା ନେଇ ସୁଲତା ଦେଇ ସାମାଜିକ … Read More

ସୌମ୍ୟାଶ୍ରୀ ଆତ୍ମାହୁତି ପ୍ରସଙ୍ଗରେ ହାଇକୋର୍ଟଙ୍କ ରାୟ; ଏସ୍‌ଆଇଟି ତଦନ୍ତ ଆବଶ୍ୟକ ନାହିଁ

କଟକ: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ବାରା କରିବା ପାଇଁ ହୋଇଥିବା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବର୍ତ୍ତମାନ ପରିସ୍ଥିତିରେ ଏସ୍‌ଆଇଟି ତଦନ୍ତର ଆବଶ୍ୟକତା ନାହିଁ … Read More

ନବୀନଙ୍କ ନେତୃତ୍ୱରେ ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରହିଛି: ବିଜେଡି

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସବୁବେଳେ ମହିଳାଙ୍କ ସମ୍ମାନକୁ ଗୁରୁତ୍ବ ଦେଉଛି। ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରଖିଛି। ଅନାସ୍ଥା ପ୍ରସ୍ତାବ ସମ୍ପର୍କରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଦେଇଥିବା ପ୍ରତିକ୍ରିୟା … Read More