ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସ ଦିଲ୍ଲୀରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ପ୍ରଭାତୀ ପରିଡ଼ା

ନୂଆଦିଲ୍ଲୀ/ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭେଟିଛନ୍ତି। ଶ୍ରୀମତୀ ପରିଡ଼ା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍‌ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି। ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ … Read More

ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୨୩।୦୭ : ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି । ଏଥିପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି … Read More

ଘରୋଇ ହିଂସା ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ମାମଲା ରୁଜୁ ହେବାର ୨ ମାସ ଯାଏଁ ହେବନି ଗିରଫଦାରୀ

ନୂଆଦିଲ୍ଲୀ: ଘରୋଇ ହିଂସା ସହ ଜଡ଼ିତ ମାମଲାରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି । ଏହା ସହ ଆହ୍ଲାବାଦ ହାଇକୋର୍ଟଙ୍କ ଦୁଇ ବର୍ଷ ପୁରୁଣା ମାର୍ଗଦର୍ଶିକାକୁ ବଜାୟ ରଖି କହିଛନ୍ତି, ଭାରତୀୟ ଦଣ୍ଡ ସଂହିତାର ଧାରା ୪୯୮(ଏ) ଅଧିନରେ ରୁଜୁ … Read More

କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ

ଭୁବନେଶ୍ବର: କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ। ଆଜି ଲୋକସେବା ଭବନ କର୍ମଚାରୀମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ … Read More

ଛାତ୍ରୀ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା: ସିବିଏସ୍‌ଇ ମଡେଲ୍ ଆପଣାଇବେ ରାଜ୍ୟ ସରକାର, ସ୍କୁଲରେ ଲାଗିବ ସିସିଟିଭି

ଭୁବନେଶ୍ବର: ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଛାତ୍ରୀମାନଙ୍କ ସୁରକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ଅନୁସରଣ କରାଯାଉଥିବା ସୁରକ୍ଷା ମାନଦଣ୍ଡ ଭଳି ଓଡ଼ିଶାର ସ୍କୁଲମାନଙ୍କରେ ମଧ୍ୟ ବିଭିନ୍ନ … Read More

ବାଲେଶ୍ୱର ଘଟଣା: ରାଜ୍ୟ ସରକାରଙ୍କୁ କଂଗ୍ରେସର ତୀବ୍ର ସମାଲୋଚନା, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଭୁବନେଶ୍ୱର: ବାଲେଶ୍ୱରର ଚର୍ଚ୍ଚିତ ଘଟଣାକୁ ନେଇ ଶାସକ ବିଜେପି ଉପରେ ବର୍ଷିଛି କଂଗ୍ରେସ। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଆଜି କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିବା ସହ … Read More

ଏବେ ତୁମେ ଛୋଟ ପିଲା, କିଛି ଜାଣିନ; ତେଜସ୍ବୀଙ୍କ ଉପରେ ବର୍ଷିଲେ ନୀତିଶ

ପାଟନା: ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗରେ ବୁଧବାର ବିହାର ବିଧାନସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଯେତେବେଳେ ଆରଜେଡି ନେତା ତେଜସ୍ୱୀ ଯାଦବ ସ୍ୱତନ୍ତ୍ର ସଂଶୋଧନ କରିବା ନେଇ ତୀବ୍ର ପ୍ରଶ୍ନ ପଚାରିଲେ, ସେତେବେଳେ ନୀତିଶ କୁମାର ତାଙ୍କ ଆସନରୁ … Read More

ଯଥାଶୀଘ୍ର ହେବ ଉପରାଷ୍ଟ୍ରପତି ନିର୍ବାଚନ: ଜାଣନ୍ତୁ ସାମ୍ବିଧାନିକ ପ୍ରକ୍ରିୟା

ନୂଆଦିଲ୍ଲୀ: ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବା ପରେ ତାଙ୍କ ଉତ୍ତରାଧିକାରୀ ଚୟନ ପାଇଁ ଯଥାଶୀଘ୍ର ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ସମ୍ବିଧାନର ଧାରା ୬୮(୨) ଅନୁଯାୟୀ, ଯଦି ଉପରାଷ୍ଟ୍ରପତିଙ୍କର ମୃତ୍ୟୁ, ଇସ୍ତଫା, ପଦଚ୍ୟୁତି କିମ୍ବା ଅନ୍ୟ କୌଣସି କାରଣରୁ ପଦବୀ … Read More

ବାଂଲାଦେଶକୁ ଚିକିତ୍ସା ସହାୟତା ପଠାଇବ ଭାରତ: ବିଶେଷଜ୍ଞ ଡାକ୍ତର ଏବଂ ନର୍ସଙ୍କ ଦଳ ଢାକା ଯିବେ

ଢାକା: ଢାକା ବିମାନ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ଭାରତର ବିଶେଷଜ୍ଞ ଡାକ୍ତର ଏବଂ ନର୍ସଙ୍କ ଏକ ଦଳ ବାଂଲାଦେଶ ଯିବେ। ଏହି ବର୍ଣ୍ଣ ବିଶେଷଜ୍ଞ ଦଳ ଦୁର୍ଘଟଣାରେ ଜଳିପୋଡ଼ି ଆହତ ହୋଇଥିବା ପୀଡିତଙ୍କ ଚିକିତ୍ସା କରିବେ। ଡାକ୍ତରଙ୍କ ଦଳ ରୋଗୀଙ୍କ … Read More

ଆସନ୍ତାକାଲିଠୁ ଚୀନ୍ ପାଇଁ ଭାରତ ଆରମ୍ଭ କରିବ ପର୍ଯ୍ୟଟନ ଭିସା

ନୂଆଦିଲ୍ଲୀ: ଏବେ ଭାରତ ଭ୍ରମଣରେ ଆସିପାରିବେ ଚୀନ୍ ନାଗରିକ। ଦୀର୍ଘ ପାଞ୍ଚ ବର୍ଷ ପରେ ଭାରତ ସରକାର, ଚୀନ୍ ନାଗରିକଙ୍କୁ ପର୍ଯ୍ୟଟନ ଭିସା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ପ୍ରକ୍ରିୟା ୨୪ ଜୁଲାଇ, ୨୦୨୫ରୁ ଅର୍ଥାତ୍ ଆସନ୍ତାକାଲିଠୁ ପୁନଃ ଆରମ୍ଭ … Read More