ଜଷ୍ଟିସ ବର୍ମାଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କୁ ହଟାଇବା ପ୍ରକ୍ରିୟା ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ରାଜ୍ୟସଭା ଅଧ୍ୟକ୍ଷ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ସଂସଦରେ କହିଛନ୍ତି ଯେ ସେ ସମ୍ବିଧାନର ଧାରା ୨୧୭(୧)(ବି), ୨୧୮ ଏବଂ ୧୨୪(୪) … Read More

ନାରୀ ନିର୍ଯାତନା ପ୍ରସଙ୍ଗରେ ବିଜେଡିର ବିକ୍ଷୋଭ, ଘେରିଲା ଆରଡିସି କାର୍ଯ୍ୟାଳୟ

ବାଲେଶ୍ବର : ନାରୀ ନିର୍ଯାତନା ପ୍ରସଙ୍ଗରେ ବିଜେଡିର ବିକ୍ଷୋଭ ।  ବାଲେଶ୍ବର ଏଫଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ନ୍ୟାୟିକ ତଦନ୍ତ ଦାବିରେ ଆରଡିସି କାର୍ଯ୍ୟାଳୟ ଘେରାଉ କରିଛି ବିଜୁ ଜନତା ଦଳ । ରାଜ୍ୟ ସରକାରଙ୍କ ଚରମ ଅବହେଳା, ରାଜ୍ୟରେ ବଢୁଥିବା … Read More

ଅକ୍ସିଜେନ ସପୋର୍ଟ ସିଷ୍ଟମରେ ବଳଙ୍ଗା ପୀଡ଼ିତା, ସୂଚନା ଦେଲା ଦିଲ୍ଲୀ ଏମ୍ସ

ପୁରୀ : ପୁରୀ ବଳଙ୍ଗାରେ ନାବାଳିକାଙ୍କୁ ଜାଳିଦେବା ଘଟଣାରେ ସ୍ପେଶାଲ ଟିମ୍ ।  ବିଳମ୍ବିତ ରାତିରେ ପୀଡ଼ିତାଙ୍କ ଘରେ ସ୍ବତନ୍ତ୍ର ଟିମ୍ ପହଞ୍ଚି ଛାନଭିନ କରୁଛି ।  ବଳଙ୍ଗା ବଜାରର ଅନେକ ଅଳଙ୍କାର ଦୋକାନରେ ପଚରାଉଚରା କରୁଛି  । କେଉଁଠୁ ଆସିଲା ରୁପା … Read More

ଭିଏସ୍ ଅଚ୍ୟୁତାନନ୍ଦନଙ୍କର ୧୦୧ ବର୍ଷ ବୟସରେ ଦେହାନ୍ତ

ତିରୁଅନନ୍ତପୁରମ୍‌: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କମ୍ୟୁନିଷ୍ଟ ନେତା ଭିଏସ୍ ଅଚ୍ୟୁତାନନ୍ଦନଙ୍କର ୧୦୧ ବର୍ଷ ବୟସରେ ପରଲୋକ ଘଟିଛି । ଥିରୁଅନନ୍ତପୁରମର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ତାଙ୍କର … Read More

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ;୨ ଶିକ୍ଷକ ଅଟକ

ବାଲେଶ୍ବର:ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ୨ ଶିକ୍ଷକ ଅଟକ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅଞ୍ଚଳରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖିଛି ପୋଲିସ । ଅଟକ ଅଭିଯୁକ୍ତମାନେ ହେଲେ ଚରମାରଗାଁ … Read More

ବଳତ୍କାର ଅଭିଯୋଗରେ ଉଦିତ ପ୍ରଧାନ ଗିରଫ, ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ

ଭୁବନେଶ୍ୱର : ବଳତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ତାଙ୍କୁ ମଞ୍ଚେଶ୍ୱର ପୋଲିସ ଗତକାଲି ରାତିରେ ଗିରଫ କରିଛି । ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳତ୍କାର କରିଥିବା ଅଭିଯୋଗରେ ପୋଲିସ … Read More

ଫକୀର ମୋହନ କଲେଜରେ କ୍ରାଇମବ୍ରାଞ୍ଚ ଡିଜି, ଚାଲିଛି ପଚରାଉଚରା

ବାଲେଶ୍ୱର : ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚର ତନାଘନା ।  ଆଜି କ୍ରାଇମବ୍ରାଞ୍ଚ ଡି ଜି ବିନୟତୋଶ ମିଶ୍ର ବାଲେଶ୍ଵରରେ ପହଞ୍ଚି ତଦନ୍ତ ଦାୟିତ୍ୱରେ ଥିବା ଅଧକାରୀଙ୍କ ସହ ଘଟଣା ସମ୍ପର୍କରେ ସମୀକ୍ଷା କରିଥିଲେ ।  ପରେ … Read More

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ !

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା। ଆଜି ପାଇଁ ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି ଉତ୍ତର ଏବଂ … Read More

ବଳଙ୍ଗା ଛାତ୍ରୀ ପୋଡ଼ି ଘଟଣାର ତଦନ୍ତ ପାଇଁ ଘଟଣାସ୍ଥଳରେ ପୋଲିସ ଡିଜି

ବଳଙ୍ଗା : ପୁରୀ ବଳଙ୍ଗା ବାୟାବରରେ ଛାତ୍ରୀ ପୋଡ଼ି ଘଟଣାର ତଦନ୍ତ ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ । ଘଟଣାର ୩୬ ଘଣ୍ଟା ପରେ ନା ଅଭିଯୁକ୍ତ ଗିରଫ ହୋଇଛନ୍ତି ନା ଚିହ୍ନଟ ହୋଇଛନ୍ତି ।  ଆଜି ଖୋଦ୍ … Read More

ଚୀନ୍‌କୁ ଚେକ୍‌ ଦେବା ପାଇଁ ଭାରତର ଯୋଜନା, ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପରେ ସାମରିକ ଘାଟୀ

ନୂଆଦିଲ୍ଲୀ : ଆରବ ମହାସାଗରରେ ଚୀନ୍‌କୁ ଚେକ୍‌ ଦେବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ରଣନୈତିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପକୁ ଅଧିଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ପ୍ରତିରକ୍ଷା ଘାଟୀ ଭାବେ ବ୍ୟବହାର କରାଯିବ। ଏବେ … Read More