ଖଣ୍ଡଗିରି ଥାନା SI ସସ୍ପେଣ୍ଡ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବନ କଲେ ପୋଲିସ କମିଶନର
ଭୁବନେଶ୍ବର : ଖଣ୍ଡଗିରି ଥାନା ଏସ୍ଆଇ ଦେବୀ ପ୍ରସାଦ ଭୂୟାଁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ଅଭିଯୋଗରେ ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂହ । ଏକ NDPS ମାମଲାରେ ନିର୍ଦ୍ଧାରିତ ଦିନ ଭିତରେ ଚାର୍ଜସିଟ ଦାଖଲ … Read More
