ଜିଏମ୍‌ ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କୁ ଅସଦାରଣ ଘଟଣା: କୁଳପତି ଜାରି କଲେ ଆଡଭାଇଜରି

ସମ୍ବଲପୁର:ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ପରେ କୁଳପତି ଜାରି କଲେ ଆଡଭାଇଜରି । ଏଥିସହ ଅପରାହ୍ନ ୪ଟାରେ ବସିବ ଆଭ୍ୟନ୍ତରୀଣ କମିଟି ବୈଠକ । ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କ ପାଇଁ ମାର୍ଗଦର୍ଶିକାରେ କୁହାଯାଇଛି ଯେ, କାର୍ଯ୍ଯକ୍ଷେତ୍ରରେ ପ୍ରଫେସନାଲ … Read More

ଲାଲୁଙ୍କୁ ସୁପ୍ରିମକୋର୍ଟରୁ ଝଟକା, ଚାକିରି ପାଇଁ ଜମି ମାମଲାରେ ଦେଲେନି ରହିତାଦେଶ

ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ସୁପ୍ରିମକୋର୍ଟରୁ ଝଟ୍‌କା ମିଳିଛି। ଚାକିରି ପାଇଁ ଜମି ଦୁର୍ନୀତି ମାମଲାରେ ସର୍ବୋଚ୍ଚ ଅଦାଲତ ରହିତାଦେଶ ଦେବାକୁ ଶୁକ୍ରବାର ମନା କରିଦେବା ପରେ ଲାଲୁଙ୍କୁ ନିରାଶ ହେବାକୁ ପଡ଼ିଛି। ଲାଲୁଙ୍କ … Read More

ରାଜଧାନୀରେ ଚୋରି କରିବାକୁ ଆସି ଘର ମାଲିକଙ୍କୁ ହତ୍ୟା

ଭୁବନେଶ୍ବର : ଚୋରି କରିବାକୁ ଆସି ଘର ମାଲିକଙ୍କୁ ହତ୍ୟା । ଚୋରକୁ ଅଟକାଇବାରୁ ଛୁରାମାଡ଼ ସହ ପିଟିପିଟି ଘର ମାଲିକଙ୍କୁ ହତ୍ୟା କଲେ । ଭୁବନେଶ୍ବର ଭରତପୁର ମସଜିଦ ବସ୍ତିରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ସୂଚନା ଅନୁସାରେ ଗତକାଲି … Read More

ଆସନ୍ତାକାଲିଠାରୁ ଆରମ୍ଭ ହେବ ଚାଷୀ ପଞ୍ଜୀକରଣ

ଭୁବନେଶ୍ୱର: ୧୯ ତାରିଖ (ଆସନ୍ତାକାଲି)ରୁ ଆରମ୍ଭ ହେବ ଚାଷୀ ପଞ୍ଜିକରଣ। ଏନେଇ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୫-୨୬ ବର୍ଷର ଖରିଫ ଧାନ ଫସଲ ପାଇଁ ୧୯ରୁ ଏହି ପଞ୍ଜୀକରଣ କରାଯିବ। ଏନେଇ ଡିଆରସି ଓ ଏଆରସି ମାନଙ୍କୁ … Read More

ମାଓ ଦମ୍ପତିଙ୍କ ଆତ୍ମସମର୍ପଣ: ମୁଣ୍ଡରେ ଥିଲା ୫୦ ଲକ୍ଷ ଲେଖାଏଁ ପୁରସ୍କାର

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ରାଚକୋଣ୍ଡା ପୁଲିସ ନିକଟରେ ଦୁର୍ଦାନ୍ତ ମାଓ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ୪୫ ବର୍ଷ ଧରି ସଂଗଠନରେ କାର୍ଯ୍ୟ କରିବା ପରେ ଏବେ ମୁଖ୍ୟସ୍ରୋତରେ ସାମିଲ ହୋଇ ବାକି ଜୀବନ ଖୁସିରେ କଟାଇବାକୁ ଚିନ୍ତା କରିଛନ୍ତି। ଏମାନେ … Read More

ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ବଡ଼ ପ୍ରୋତ୍ସାହନ: ୨ଟି ପ୍ରକଳ୍ପ ପାଇଁ ୧୪୯ କୋଟି ମଞ୍ଜୁର

ଭୁବନେଶ୍ବର: ଓଡ଼ିଶାରେ ରେଳ ଭିତ୍ତିଭୂମି ବୃଦ୍ଧି କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ୧୪୯.୩୨ କୋଟି ମୂଲ୍ୟରେ ରାଣିତାଲ ଲିଙ୍କ କ୍ୟାବିନ୍ ଏବଂ ଭଦ୍ରକ ଷ୍ଟେସନ ମଧ୍ୟରେ ଚତୁର୍ଥ ଲାଇନକୁ ମଞ୍ଜୁର କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ … Read More

ସବୁଆଡେ ପଡିଲା ବନ୍ଦର ପ୍ରଭାବ

ଭୁବନେଶ୍ବର: ଅଖିଳ ଭାରତୀୟ କଂଗ୍ରେସ କମିଟିର ତତ୍ତ୍ବାବଧାନରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ଆନ୍ଦୋଳନର ଡାକରା ଦେଇଥିଲା । ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇ ସନ୍ଧ୍ୟା … Read More

ଆସିକା-ଚିକିଟିକୁ ମିଳିଲା ସ୍ୱତନ୍ତ୍ର ରାଷ୍ଟ୍ରପତି ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶର ସ୍ୱଚ୍ଛ ସହରଗୁଡ଼ିକର ତାଲିକା ପ୍ରକାଶ ପାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆବାସ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ) ଦ୍ୱାରା ଆୟୋଜିତ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର ପ୍ରଦାନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନୋହର ଲାଲ … Read More

ବିଚାର ବିଭାଗୀୟ ତଦନ୍ତ ସହ ୨କୋଟି ଦେବାକୁ ଦାବି କଲା ବିଜେଡ଼ି

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଥିଲା। ଏହି ଘଟଣାକୁ ନେଇ ଭୁବନେଶ୍ବର ସାସଂଦ ଅପରାଜିତା ଷଡ଼ଙ୍ଗୀଙ୍କ … Read More

ମୃତ୍ୟୁ ଓ ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ୨ ଲକ୍ଷ ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧିମାନଙ୍କ ପାଇଁ କାର୍ଯ୍ୟ ଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ … Read More