ଆନ୍ଦୋଳନ ବେଳେ କୌଣସି ରବର ବୁଲେଟ ଫାୟାର ହୋଇନି : ପୋଲିସ କମିଶନର

ଭୁବନେଶ୍ୱର: ବିଜେଡିର ବିକ୍ଷୋଭକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର । ସେ କହିଛନ୍ତି, ୪୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିଲା। ଡ୍ରୋନ ଓ ଏଆଇ କ୍ୟାମେରା ବ୍ୟବହାର ହୋଇଥିଲା। ଆନ୍ଦୋଳନକାରୀଙ୍କ ଉପରେ ପୋଲିସ ପକ୍ଷରୁ କମ ବଳ ପ୍ରୟୋଗ କରାଯାଇଛି। … Read More

୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ: ଜୁଲାଇ ୧୨ରୁ ୨୯ କ୍ରିକେଟ

ନୂଆଦିଲ୍ଲୀ: ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ -୨୦୨୮ ଜୁଲାଇ ୧୪ରୁ ୩୦ ପର୍ଯ୍ୟନ୍ତ ଖେଳାଯିବ। ଦୀର୍ଘ ୧୨୮ ବର୍ଷ ପରେ ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସରେ କ୍ରିକେଟରେ ଏକ ଐତିହାସିକ ପୁନରାଗମନ କରିବାକୁ ଯାଉଛି। ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ ଇଭେଣ୍ଟ ପୋମେନା … Read More

୨୦୨୫-୨୬ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ଯାଏଁ ପଞ୍ଜିକରଣ

ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଆଜି ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ … Read More

ବାଲେଶ୍ୱର ଏଫ .ଏମ ଛାତ୍ରୀ ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ

ଭୁବନେଶ୍ୱର : ସରକାର ତୁରନ୍ତ ପଦକ୍ଷେପ ନେଇଛନ୍ତି ।  ଆଗରୁ ଆହୁରି କଠୋରରୁ କଠୋର ନିଷ୍ପତ୍ତି ନିଆଯିବ ।  ଘଟଣାରେ ସାମାନ୍ୟତମ ସଂଶ୍ଲିଷ୍ଟ ଥିବା ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ ।  ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେ ଦିଗରେ … Read More

ବଜ୍ରାଘାତରେ ଚାଲିଗଲା ଶାଶୂ ଓ ବୋହୂଙ୍କ ଜୀବନ

କେନ୍ଦୁଝର:କେନ୍ଦୁଝରର ତେଲକୋଇ ଥାନା ବିଞ୍ଜିବାହାଳ ଗାଁରେ ବଜ୍ରାଘାତ । ବଜ୍ରାଘାତରେ ୨ ମହିଳାଙ୍କ ମୃତ୍ୟୁ । ବିଞ୍ଜିବାହାଳ ଗାଁରେ ବଜ୍ରାଘାତରେ ମୃତ୍ୟୁ ହୋଇଥିବା ଦୁଇ ମହିଳା ସଂପର୍କରେ ଶାଶୂ ଓ ବୋହୂ ବୋଲି ଜଣାପଡିଛି । ମୃତକ ହେଲେ ଟେଣ୍ଟ ନାଏକଙ୍କ … Read More

ପହଲଗାମ ଆକ୍ରମଣ ପରେ ସେଲିବ୍ରେସନ କରିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟର ପର୍ଯ୍ୟଟକଙ୍କ ସମେତ କିଛି ସ୍ଥାନୀୟ ନାଗରିକ ସାମିଲ ଥିଲେ।ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ … Read More

ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା, କଂଗ୍ରେସ କର୍ମୀଙ୍କୁ ଜଗିବ ଏଆଇ ଓ ଡ୍ରୋନ୍‌

ଭୁବନେଶ୍ୱର: କଂଗ୍ରେସର ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା। ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ ଏଆଇ କ୍ୟାମେରା ଓ ଡ୍ରୋନ୍‌। ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଲେ ପୋଲିସ କମିଶନର। ଲୋକସେବା ଭବନ, ବିଧାନସଭା, … Read More

ପୋଲିସର ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା

ଭୁବନେଶ୍ୱର : ବିଜେଡିର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ପୋଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା ।  ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା ।  … Read More

୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଏନେଇ ସୂଚନା ଜାରି କଲା ସାଧାରଣ ପ୍ରଶାସନ ବିଭାଗ। ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ଅଭିଯୋଗ ଶୁଣାଣି। ଜୁଲାଇ ୭ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି … Read More

ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର; ପାକିସ୍ତାନ ସୀମାରେ ହେବ ମୁତୟନ

ବଢ଼ିବ ସେନାର ବଳ। ଆସନ୍ତା ସପ୍ତାହ ସୁଦ୍ଧା ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର । ଏହି ଲଢ଼ୁଆ ହେଲିକପ୍ଟରକୁ ପାକିସ୍ତାନ ସୀମାରେ ମୁତୟନ କରାଯିବ ବୋଲି ସୂଚନା ମିଳିଛି । ଆସନ୍ତା ୨୧ରେ ଏହି ଲଢ଼ୁଆ ହେଲିକପ୍ଟର ଭାରତରେ … Read More