ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଲେ ଶାଶୂ ଓ ଦିଅର, ଡାକ୍ତରଖାନାରେ ଭର୍ତ୍ତି

ଖଲ୍ଲିକୋଟ: ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଲେ ଶାଶୂ ଓ ଦିଅର। ବୋହୂ ଆରତୀ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ବୋହୂ ଆରତୀ। ଖଲ୍ଲିକୋଟ କହ୍ନେଇପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସୂଚନା ଅନୁଯାୟୀ, ସ୍ବାମୀ ଆକାଶ … Read More

ଏଫ୍‌ଏମ୍ କଲେଜର ନିଲମ୍ବିତ ଅଧ୍ୟକ୍ଷ ଗିରଫ

ଭୁବନେଶ୍ବର: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲୀପ କୁମାର ଘୋଷ ଗିରଫ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଗଠିତ ହୋଇଥିବା ଉଚ୍ଚସ୍ତରୀୟ … Read More

ସିଜୁଆରେ ସବୁଜିମା ସୃଷ୍ଟି ପାଇଁ ମିଳିତ ପ୍ରୟାସ: ଲାୟନ୍ସ କ୍ଲବ ଓ ମା ଭୁଆସୁଣୀ କମିଟି ପକ୍ଷରୁ ବୃକ୍ଷରୋପଣ

ସିଜୁଆ, ୧୩/୭: ପରିବେଶ ସୁରକ୍ଷା ଦିଗରେ ଏକ ମହତ ପଦକ୍ଷେପ ସ୍ୱରୂପ, ରବିବାର ଦିନ ଲାୟନ୍ସ କ୍ଲବ ଏବଂ ମା ଭୁଆସୁଣୀ ଆଞ୍ଚଳିକ ଉନ୍ନୟନ କମିଟିର ମିଳିତ ଆନୁକୂଲ୍ୟରେ ସିଜୁଆସ୍ଥିତ ହନୁମାନ ମନ୍ଦିର ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। … Read More

ରେଭେନ୍ସା ଛାତ୍ର ମାନେ ଝାଡାବାନ୍ତିରେ ଆକ୍ରାନ୍ତ : ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଏହା ହଇଜା ନୁହେଁ, ଖାଦ୍ୟ ଯୋଗାଉଥିବା ଭେଣ୍ଡରକୁ ବରଖାସ୍ତ

କଟକ ୧୩।୭: କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ନ୍ୟୁ ପିଜି ହଷ୍ଟେଲରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଛାତ୍ର ମାନେ ଏସସିବି ମେଡ଼ିକାଲରେ ଚିକିତ୍ସିତ ହେବା ପରେ ସରକାରଙ୍କ ନିଦ ଭାଙ୍ଗିଲା । ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଖାଦ୍ୟର ମାନ ଯାଞ୍ଚ କରିବା ପାଇଁ ନିୟୋଜିତ ହେଲେ ସାନିଟାରୀ ଇନ୍ସପେକ୍ଟର । ମେଡ଼ିକାଲରେ … Read More

ନୈତିକତା ଦୃଷ୍ଟିରୁ ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ: କଂଗ୍ରେସ

ଭୁବନେଶ୍ବର: ଆତ୍ମାହୁତି ଉଦ୍ୟମ କରି ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେ କମିଟି (ପିସିସି) ସଭାପତି ଭକ୍ତଚରଣ ଦାସ ରବିବାର ସନ୍ଧ୍ୟାରେ ଭେଟିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସାଙ୍ଗକୁ … Read More

RPFର ପ୍ରଥମ ମହିଳା ମହାନିର୍ଦ୍ଦେଶକ ନିଯୁକ୍ତ

ନୂଆଦିଲ୍ଲୀ: ରେଲଓ୍ବେ ସୁରକ୍ଷା ବଳ (RPF)ର ପ୍ରଥମ ମହିଳା ମହାନିର୍ଦ୍ଦେଶକ ହେଲେ ବରିଷ୍ଠ ଆଇପିଏସ ଅଧିକାରୀ ସୋନାଲି ମିଶ୍ରା । କ୍ୟାବିନେଟ ନିଯୁକ୍ତି କମିଟି ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ଦେଇଛି। ୨୦୨୬ ଅକ୍ଟୋବର ୩୧ରେ ନିଜର ଅବସର ପର୍ଯ୍ୟନ୍ତ ସେ ଆରପିଏଫ୍‌ … Read More

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ବିଜୁ ଛାତ୍ର ଓ ଯୁବ ଜନତା ଦଳର ପ୍ରତିବାଦ

ଭୁବନେଶ୍ବର ୧୩।୭: ବାଲେଶ୍ୱର ଫକୀରମୋହନ କଲେଜ ଘଟଣାରେ ବିଜୁ ଛାତ୍ର ଓ ଯୁବ ଜନତା ଦଳ ପକ୍ଷରୁ ଜୋରଦାର ପ୍ରତିବାଦ କରାଯାଇଛି । ବାଲେଶ୍ୱର ଛାତ୍ରୀକୁ ନ୍ୟାୟ ଦେବା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଓ କଲା ବିଜୁ ଛାତ୍ର ଓ ଯୁବ ଜନତା ଦଳ । ବିଜେଡି ବିଧାୟକ ବ୍ୟୋମକେଶ ରାୟ … Read More

ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଜାରି ରହିବାର ଆଶଙ୍କା ଦେଖାଯାଇଛି। ବିଗତ ଦିନରେ ହୋଇଥିବା ଲଘୁଚାପ ପରେ ବର୍ଷା ଏବେବି ଜାରି ରହିଛି। ଏହାରି ମଧ୍ୟରେ ଆଗାମୀ ଦିନ ପାଇଁ ପାଣିପାଗ ବିଭାଗ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଆଞ୍ଚଳିକ … Read More

ଅହମଦାବାଦ ବିମାନ ଦୁର୍ଘଟଣା : ରିପୋର୍ଟକୁ ନେଇ ପାଇଲଟ ସଂଘ କ୍ଷୁବ୍ଧ, କେମିତି ଲିକ୍‌ ହେଲା ରିପୋର୍ଟ

ନୂଆଦିଲ୍ଲୀ : ବିଶ୍ବକୁ ସ୍ତବ୍ଧ କରି ଦେଇଥିବା ଅହମଦାବାଦ ବିମାନ ଦୁର୍ଘଟଣା (ଜୁନ୍‌ ୧୨) ର ପ୍ରାରମ୍ଭିକ ତଦନ୍ତ ରିପୋର୍ଟକୁ ଶନିବାର ସାର୍ବଜନୀନ କରାଯାଇଛି। ୧୫ ପୃଷ୍ଠାର ଏହି ରିପୋର୍ଟରେ ବିମାନର ଇନ୍ଧନ ସ୍ବିଚ୍‌ ବନ୍ଦ ହେବା ଯୋଗୁଁ ଏହି ଦୁର୍ଘଟଣା … Read More

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ନବନିର୍ମାଣ ଯୁବଛାତ୍ର ସଂଗଠନ

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳର ସହକାରୀ ପ୍ରାଧ୍ୟାପକଙ୍କ ନିର୍ଯାତନା ଶିକାର ହୋଇ ଜଣେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ରାଜ୍ୟ ବିଜେପି ସରକାରର ଦାୟିତ୍ବହୀନତାକୁ ଦାୟୀ କରିଛି ନବନିର୍ମାଣ ଯୁବଛାତ୍ର ସଂଗଠନ। ରବିବାର ନବନିର୍ମାଣ ଯୁବଛାତ୍ର ସଂଗଠନର ରାଜ୍ୟ … Read More