ଆଗାମୀ ୨୪ରୁ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ, ୯୫%ରୁ ଅଧିକ ପୋଡ଼ିଛି, ସ୍ଥିତିରେ କିଛି ସୁଧାର ଆସିନି : ଏମ୍ସ ନିର୍ଦ୍ଦେଶକ
ଭୁବନେଶ୍ବର : ଭୁବନେଶ୍ବର ଏମ୍ସରେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛି ବାଲେଶ୍ବର FM କଲେଜ ଛାତ୍ରୀ। ଗତକାଲି ତାଙ୍କୁ ବାଲେଶ୍ଵରରୁ ଆଣି ଏମସରେ ଭର୍ତ୍ତି କରାଯାଇଥିଲା। ଗତକାଲିଠୁ ଏମ୍ସରେ ଚିକିତ୍ସାଚାଲିଥିଲେ ବି ଛାତ୍ରୀ ଜଣଙ୍କର ଅବସ୍ଥାରେ କିଛି ସୁଧାର ଆସିନି। … Read More
