ଭାରତକୁ ଝଟକା ଦେଲା ବ୍ରାଜିଲ

ନୂଆଦିଲ୍ଲୀ: ଭାରତର ସ୍ୱଦେଶୀ ପ୍ରତିରକ୍ଷା କ୍ଷେତ୍ର ପାଇଁ ଏକ ବଡ଼ ଝଟକା ଆସିଛି। ପ୍ରକୃତରେ, ବ୍ରାଜିଲ ଭାରତର ଆକାଶ କ୍ଷେପଣାସ୍ତ୍ର ପ୍ରଣାଳୀ କିଣିବା ପାଇଁ ଆଲୋଚନା ବନ୍ଦ କରିଦେଇଛି। ରିପୋର୍ଟ ଅନୁଯାୟୀ, ବ୍ରାଜିଲ ଏହି ପଦକ୍ଷେପ ପଛରେ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ଷମ … Read More

ବାଲେଶ୍ଵର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା, ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏ ଘଣଟାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି  ।  ନବୀନ କହିଛନ୍ତି ଏହି ଘଟଣା ଆତ୍ମାକୁ … Read More

ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ … Read More

୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଚାରି ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କରିଛନ୍ତି । ଏଥିରେ ପୂର୍ବତନ କୂଟନୀତିଜ୍ଞ ହର୍ଷ ଶ୍ରୀଙ୍ଗଲା, ବରିଷ୍ଠ ଓକିଲ ଉଜ୍ଜ୍ୱଳ ନିକମ, ଐତିହାସିକ ମୀନାକ୍ଷୀ ଜୈନ ଏବଂ ସମାଜସେବୀ ସଦାନନ୍ଦନ ମାଷ୍ଟର ପ୍ରମୁଖ … Read More

ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ଵର : ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଉପରେ ତୀବ୍ର ଅସନ୍ତୋଷ ଝାଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଏହା ଅତ୍ୟନ୍ତ ଗମ୍ଭୀର ସମସ୍ୟା । ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ସେ ଦାୟୀ କରିଛନ୍ତି । … Read More

ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ : ଗିରଫ ହେଲେ ଅଧ୍ୟାପକ, ଅଧ୍ୟକ୍ଷ ନିଲମ୍ବିତ, ଛାତ୍ରୀଙ୍କୁ ଭେଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ବାଲେଶ୍ୱର/ଭୁବନେଶ୍ୱର: ବାଲେଶ୍ଵର ଫକୀର ମୋହନ ସ୍ଵଂୟଶାସିତ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଗିରଫ ହୋଇଛନ୍ତି ଅଭିଯୁକ୍ତ ଅଧ୍ୟାପକ ସମୀର ସାହୁ। ସେ କଲେଜର ଶିକ୍ଷା ବିଭାଗ ମୁଖ୍ୟ(ଏଚଓଡି) ଥିଲେ। ସମୀରଙ୍କୁ ତାଙ୍କ ପଦବୀରୁ ନିଲମ୍ବିତ କରାଯିବା ପରେ ସହଦେବଖୁଣ୍ଟା ପୁଲିସ … Read More

ଫକୀରମୋହନ କଲେଜରେ ଛାତ୍ରୀଙ୍କ ଆତ୍ମାହୂତୀ ଉଦ୍ୟମ : ପ୍ରିନ୍ସିପାଲ ଓ ଏଜୁକେସନ ବିଭାଗ HODଙ୍କୁ ନିଲମ୍ବିତ କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର ୧୨।୭: ବାଲେଶ୍ବର ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍‌ପେଣ୍ଡ ହୋଇଛନ୍ତି । ଉଭୟଙ୍କୁ ସସ୍‌ପେଣ୍ଡ କଲେ ଉଚ୍ଚଶିକ୍ଷା … Read More

୭୫ ବର୍ଷରେ ନେତା ଅବସର ନେବା ଉଚିତ: ଭାଗବତ

ନାଗପୁର: ନେତାମାନେ ୭୫ ବର୍ଷରେ ଅବସର ଗ୍ରହଣ କରି ଯୁବପିଢିଙ୍କୁ ନେତୃତ୍ବ ଭାର ଛାଡିବା ଉଚିତ୍ ବୋଲି ପୁଣି ଥରେ କହିଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ। ନାଗପୁରରେ ଆରଏସ୍‌ଏସ୍‌ର ଦିବଂଗତ ବରିଷ୍ଠ କାର୍ଯ୍ୟକର୍ତ୍ତା ମୋ‌ରୋପନ୍ଥ ପିଙ୍ଗଲେଙ୍କ … Read More

କଟକ ସିଟି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ନାବାଳକଙ୍କ ମୃତ୍ୟୁ

କଟକ : ଚିକିତ୍ସା ଅବହେଳାରୁ ୧୬ ବର୍ଷର ନାବାଳକଙ୍କ ମୃତ୍ୟୁ । ପରିବାରଲୋକ ଓ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆକ୍ରୋଶ । ହସ୍ପିଟାଲ ଘେରିଲେ, ହୋହାଲ୍ଲା କଲେ । ଶୁକ୍ରବାର ରାତିରେ ଟାୟାର ଜାଳି ରାସ୍ତାରୋକ କରିଥିଲେ । ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ସମସ୍ତଙ୍କୁ ବୁଝାସୁଝା କରି ମାହୋଲକୁ ଶାନ୍ତ … Read More

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ … Read More