୧୦୦ ୟୁନିଟ୍‌ ମାଗଣା ବିଜୁଳି ଦେବାକୁ ସରକାର କଲେ ଯୋଜନା

ପାଟନା : ନିର୍ବାଚନ ପୂର୍ବରୁ ନୀତିଶ ସରକାରଙ୍କ ବଡ ଭେଟି। ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ କିଛି ମାସ ବାକି ରହିଛି । ମାତ୍ର ଏବେ ମଧ୍ୟ ସରଗରମ ରହିଛି ରାଜ୍ୟ ରାଜନୀତି । ଏବେ ଠାରୁ ଅନେକ ରାଜନୈତିକ … Read More

ଶିମିଳିପାଳରେ ବଢୁଛି ବାଘ ସଂଖ୍ୟା, ପୁଣି ୩ ଟି ଛୁଆ ଜନ୍ମ ଦେଲା କଳା ବାଘୁଣୀ T20

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳରେ ବୃଦ୍ଧି ପାଉଛି ବାଘ ସଂଖ୍ୟା। ପୁଣି ୩ ଟି ଛୁଆ ଜନ୍ମ ଦେଇଛି କଳା ବାଘୁଣୀ T20। କ୍ୟାମେରା ଟ୍ରାପରେ କଏଦ ହେଲା ଚିତ୍ର। ଗତ ଜାନୁଆରୀରୁ ଏ ପର୍ଯ୍ୟନ୍ତ ଶିମିଳିପାଳରେ ୯ ଟି ବାଘ … Read More

ଡ୍ରାଇଭର ସଂଘରେ ଫାଟ; ମୁହଁ ଖୋଲିଲେ ସଭାପତି ପ୍ରଶାନ୍ତ ମେଣ୍ଡୁଲି

ଭୁବନେଶ୍ୱର: ଡ୍ରାଇଭର୍ ସଂଘରେ ଫାଟ ନେଇ ସଂଙ୍ଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । କାନ୍ଦି କାନ୍ଦି ଭିଡିଓ ଜାରି କଲେ ମେଣ୍ଡୁଲି । ଡ୍ରାଇଭର୍ ଭାଇମାନେ ବିଚାର କରନ୍ତୁ, ଏ ସମୟ ଆଉ ପାଇବନି ବୋଲି ସେ … Read More

ଆସିଲା ତଦନ୍ତ ରିପୋର୍ଟ; ବିମାନ ଦୁଇଟି ଇଞ୍ଜିନ୍‍ ହଠାତ୍‍ କାମ କରିଲାନି

ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦ ବିମାନ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ତଦନ୍ତ ରିପୋର୍ଟ । ଏୟାରକ୍ରାଫ୍ଟ ଦୁର୍ଘଟଣା ତଦନ୍ତ ବ୍ୟୁରୋ (ଏଏଆଇବି) ବିଳମ୍ବିତ ରାତିରେ ରିପୋର୍ଟ ପ୍ରକାଶ ପାଇଛି । ରିପୋର୍ଟରେ ବିମାନ ଦୁର୍ଘଟଣାର ପ୍ରମୁଖ କାରଣ ଦର୍ଶାଯାଇଛି … Read More

ଭୁବନେଶ୍ବର ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ

ଭୁବନେଶ୍ବର :  ଆଜି ଭୁବନେଶ୍ବର ଫେରିଲେ ବିଜେଡି ସୁପ୍ରିମୋ  ନବୀନ ପଟ୍ଟନାୟକ । ସଂପୂର୍ଣ୍ଣ ସୁସ୍ଥ ହୋଇ ମୁମ୍ବାଇରୁ ଫେରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସର୍ଭାଇକାଲ ଆର୍ଥ୍ରାଇଟିସ୍ ର ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ ।  ଜୁନ … Read More

ଅଧ୍ୟାପକଙ୍କ ଦୁର୍ବ୍ୟବହାର ସହିନପାରି ନିଜକୁ ଜାଳିଦେଲେ ଛାତ୍ରୀ

ବାଲେଶ୍ୱର: ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ । ଏଭଳି ଘଟଣା ସାମ୍ନାକୁ ଆସିଛି ବାଲେଶ୍ୱର ସ୍ଥିତ ଫକୀର ମୋହନ ମହାବିଦ୍ୟାଳୟରେ । କଲେଜର ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିବାକୁ ଉଦ୍ୟମ କରିଛନ୍ତି … Read More

ତୁର୍କୀ କରୁଛି ବଡ ଯୋଜନା, ଇସ୍ରାଏଲର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ: ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବହୁତ ଭଲ ସମ୍ପର୍କ ରହିଛି। ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ସମ୍ପ୍ରତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମ ନୋବେଲ୍ ପୁରସ୍କାର ପାଇଁ ପଠାଇଛନ୍ତି, କିନ୍ତୁ ଏହି ସମୟ ମଧ୍ୟରେ ଟ୍ରମ୍ପ ସମସ୍ୟାରେ ପଡ଼ିଥିବା ପରି … Read More

ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ବଙ୍କର ଠାବ, ବିପୁଳ ବିସ୍ଫୋରକ ଜବତ

ରାଉରକେଲା : ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ବଙ୍କର । ସର୍ଚ୍ଚ ଅପରେସନ ବେଳେ ୫ ବଙ୍କର ଠାବ ହୋଇଛି । ସରଣ୍ଡାରେ ମାଓବାଦୀ ବଙ୍କର ଭିତରେ ଗୋଳାବାରୁଦ ଗଛିତ ରଖିଥିବା ଗୁପ୍ତ ସୂଚନା ପାଇ ସର୍ଚ୍ଚ ଅପରେସନ୍ ଆରମ୍ଭ … Read More

ଓଡ଼ିଶା ଆସୁଛନ୍ତି ମହାମହିମ; କମିଶନରେଟ୍ ପୋଲିସର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ୧୪ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଉଛି … Read More

ୟୁକ୍ରେନ ଉପରେ ରୁଷର ବଡ଼ ଆକ୍ରମଣ

କିବ୍ : ୟୁକ୍ରେନ ଉପରେ ରୁଷ ପକ୍ଷରୁ ଏକ ବଡ଼ ଆକ୍ରମଣ କରାଯାଇଛି । ଏଥିରେ ୟୁକ୍ରେନର ବ୍ୟାପକ କ୍ଷୟକ୍ଷତି ହୋଇଛି ବୋଲି ୟୁକ୍ରେନୀୟ ବାୟୁସେନା କହିଛି । ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ ଶୁକ୍ରବାର ରାତିରେ ରୁଷ … Read More