ସିଫାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ପାଳିତ, ୧୭ଟି ନୂତନ ଫିସରୀ କ୍ଲଷ୍ଟର ଉଦ୍ଘାଟନ କଲେ କେନ୍ଦ୍ରମନ୍ତ୍ରୀ
ପିପିଲି : ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କୌଶଲ୍ୟାଗଙ୍ଗସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ ସଂସ୍ଥା (ସିଫା) ଠାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ଗୁରୁବାର ସମାରୋହରେ ପାଳିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କର ମତ୍ସ୍ୟ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ … Read More
