ରାଜନୀତିରୁ ଅବସରକୁ ନେଇ ମୋଦୀଙ୍କୁ ଟାର୍ଗେଟ କଲା କଂଗ୍ରେସ
ରାଜନୀତିରୁ ଅବସର ବୟସକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଆରଏସଏସ(ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ) ମୁଖ୍ୟ ମୋହନ ଭାଗବତଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଏଭଳି କଟାକ୍ଷ କରିଛି। ୭୫ ବର୍ଷ ହେଲେ ରାଜନୀତିରୁ ସନ୍ନ୍ୟାସ ନେଇଯିବା ଉଚିତ … Read More
