ମାଓକ୍ୟାମ୍ପ ଠାବ: ଟିଫିନ ବୋମା, ୨୦ ଜିଲୋଟିନ୍ ସହ ବିପୁଳ ବିସ୍ଫୋରକ ଜବତ
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରୁ ଏକ ମାଓ କ୍ୟାମ୍ପ ଠାବ ହୋଇଛି। ମାଓ କ୍ୟାମ୍ପରୁ ଗୋଟିଏ ଟିଫିନ ବୋମା, ୨୦ଟି ଜିଲୋଟିନ୍ ସମେତ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ … Read More
