ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା

କଟକ: ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ। ତେବେ କଟ୍ ଅଫ୍ ମାର୍କରେ ଆଗରେ ରହିଛି ରେଭେନ୍ସା ବିଶ୍ଵ ବିଦ୍ୟାଳୟ। କଳାରେ ୮୧.୩୩ ପ୍ରତିଶତ, ବିଜ୍ଞାନରେ ୯୧.୮୩ ପ୍ରତିଶତ ଓ ବାଣିଜ୍ୟରେ ୮୦.୨୦ ପ୍ରତିଶତ କଟ୍ ଅଫ୍ ମାର୍କ … Read More

ବଜ୍ରାଘାତରେ ଦୁଇ ଭାଇ ମୃତ

ଭଦ୍ରକ,୭।୭: ଭଦ୍ରକ ଜିଲାର ତିହିଡି ବ୍ଲକ ଅନ୍ତର୍ଗତ ହରସିଂହପୁର ପଞ୍ଚାୟତର ଚଣ୍ଡିସାହି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଚାଷ କରୁଥିବା ବେଳେ ବଜ୍ରାଘାତରେ ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି, ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଚଣ୍ଡିସାହି … Read More

ମନମୋହନ ପୁଣି ରାଜ୍ୟ ବିଜେପି ସଭାପତି – କେବଳ ଘୋଷଣା ବାକି !

ଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ବ୍ୟକ୍ତି ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସଂଜୟ ଜୟସ୍ବାଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ଏହି … Read More

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ ନବୀନ

ଭୁବନେଶ୍ବର: ସ୍ବାସ୍ଥ୍ୟଜନିତ ସମସ୍ୟା ପାଇଁ ମୁମ୍ବାଇର ଏକ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଡିସଚାର୍ଜ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ତାଙ୍କର ରାଜନୈତିକ ସଚିବ ସଂତୃପ୍ତ ମିଶ୍ର ଗଣମାଧ୍ୟମକୁ … Read More

ଯାଜପୁର: NH -୧୬ରେ ଓଲଟିଲା ବସ୍‌; ୨୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ଯାଜପୁର : ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥରେ କୁଆଖିଆ ଥାନା ଅଧୀନ ମୂଳାପାଳ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ‘ସ୍ୱସ୍ତି ରଥ’ ନାମକ ଏହି ବସ୍‌ଟି କଟକରୁ ବରୀ ଅଭିମୁଖେ ଯାଉଥିବା ବେଳେ ହଠାତ୍‌ … Read More

ମହାପ୍ରଭୁ ଇଚ୍ଛାକଲେ ତାଙ୍କ ଲାଗି ନୂଆ ଅଳଙ୍କାର ସମ୍ଭବ ହେବ – ଆଇନ ମନ୍ତ୍ରୀ

ନୂଆଦିଲ୍ଲୀ,୬ା୭: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ନୂଆ ଅଳଙ୍କାର ପରିଧାନ କରାଇବା ନେଇ ଭକ୍ତଙ୍କ ମଧ୍ୟରେ ଦୀର୍ଘ ଦିନର ଆକାଂକ୍ଷା ଜାରି ରହିଥିବା ବେଳେ, ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର କହିଛନ୍ତି ଯେ, ଏହି ଅଳଙ୍କାର … Read More

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୨୦ରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା। ପର୍ଯ୍ୟାୟକ୍ରମେ ୧୨ଟି ଫାଟକ ଦେଇ ବନ୍ୟାଜଳ ଛଡ଼ାଯିବ। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍‌ … Read More

ସୁନାବେଶରେ ଝଟକିଲେ ଅଟ୍ଟାଳି ଜଗନ୍ନାଥ

ଆଠଗଡ : ପବିତ୍ର ବଡ ଏକାଦଶୀ ତିଥିରେ ରଥାରୂଢ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଏବଂ ଜଗନ୍ନାଥ ବଲ୍ଲଭ ମଠର ଚତୁର୍ଦ୍ଧା ମୂର୍ତ୍ତିଙ୍କର ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଜଗନ୍ନାଥଙ୍କ ସୁନାବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଥିଲା । … Read More

ପୁଣି ତାରା ବାହିନୀପତିଙ୍କଙ୍କ ପତ୍ନୀଙ୍କୁ ମିଳିଲା ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ବଡ଼ ଦାୟିତ୍ୱ

ଭୁବନେଶ୍ୱର,୬।୭: ଅଖିଳ ଭାରତ କଂଗ୍ରେସ କମିଟି (AICC) ମିନାକ୍ଷୀ ବାହିନୀପତିଙ୍କୁ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ସଭାନେତ୍ରୀ ଭାବେ ନିଯୁକ୍ତ କରିଛି। AICC ସଭାପତିଙ୍କ ଅନୁମୋଦନ ଅନୁସାରେ ଏହି ନିଯୁକ୍ତି ତୁରନ୍ତ କାର୍ଯ୍ୟକାରୀ ହୋଇଛି ବୋଲି ସୂଚନା ଜାରି କରାଯାଇଛି। ଏହା ପୂର୍ବରୁ … Read More

ଓଡ଼ିଶା ଭାଜପା ସଭାପତି ନିର୍ବାଚନ: ଭୋଟର ତାଲିକା ପ୍ରକାଶ

ଭୁବନେଶ୍ୱର,୬।୭: ଓଡ଼ିଶା ଭାରତୀୟ ଜନତା ପାର୍ଟି (ଭାଜପା) ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି, ଯେଉଁଥିରେ ମୋଟ ୨୭୩ ଜଣ ଭୋଟରଙ୍କ … Read More