ଦୋକାନ ଭିତରେ ପଶିଗଲା କାର୍‌: ଜଣେ ଗୁରୁତର

ଭଞ୍ଜନଗର: ଭଞ୍ଜନଗର ସହର ଉପକଣ୍ଠ ଲଣ୍ଡେଇ ସାହିରେ ରବିବାର ମଧ୍ୟାହ୍ନ ସମୟରେ ଏକ କାର୍ ଦ୍ରୁତଗତିରେ ଆସି ଦୋକନ ଭିତରେ ପଶିଯାଇଛି। ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡି ନଥିବା ବେଳେ ଘଟଣାରେ ପରେ ଗାଡ଼ି ଚାଳକ ସମେତ କାର୍‌ରେ ଥିବା ଅନ୍ୟମାନେ … Read More

ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦୁର୍ଲଭ ସୁନାବେଶ: ସୁବର୍ଣ୍ଣ ଶ୍ରୀରେ ଝଲସୁଛି ବଡ଼ଦାଣ୍ଡ, ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ

ପୁରୀ: ଆଷାଢ଼ ଶୁକ୍ଳ ଏକାଦଶୀର ପବିତ୍ର ଅବସରରେ ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡ ଆଜି ଭକ୍ତି ଓ ଆଧ୍ୟାତ୍ମିକତାର ଏକ ମହାସାଗରରେ ପରିଣତ ହୋଇଛି। ରଥଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ, ମହାପ୍ରଭୁଙ୍କ ଦୁର୍ଲଭ “ସୁନାବେଶ” ବା “ବଡ଼ ତଢ଼ାଉ ବେଶ” ଦେଖିବା ପାଇଁ ଲକ୍ଷ … Read More

ବିହାରରେ ଶିକ୍ଷକଙ୍କୁ ଅଭିଭାବକଙ୍କ ମାଡ଼: ଛାତ୍ରଙ୍କୁ ଚାପୁଡ଼ା ମାରିବା ପଡ଼ିଲା ମହଙ୍ଗା

ଗୟା,୬।୭: ବିହାରର ଗୟା ଜିଲ୍ଲାରେ ଏକ ବିଦ୍ୟାଳୟରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ରାଗିଯାଇଥିବା ଅଭିଭାବକମାନେ ଜଣେ ଶିକ୍ଷକଙ୍କୁ ନିର୍ମମ ଭାବେ ପ୍ରହାର କରିଛନ୍ତି। ଅଭିଯୋଗ ଅନୁଯାୟୀ, ଶିକ୍ଷକ ରାକେଶ ରଞ୍ଜନ ଶ୍ରୀବାସ୍ତବ ଜଣେ ଛାତ୍ରଙ୍କୁ ଚାପୁଡ଼ା ମାରିଥିବା କାରଣରୁ ଏହି … Read More

ଭାରତ ମସୁଦର ଠିକଣା ବିଷୟରେ ସୂଚନା ଦେଲେ ଆମେ ଖୁସିରେ ଗିରଫ କରିବୁ: ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ପାକିସ୍ତାନ ପିପୁଲ୍ସ ପାର୍ଟି ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋ ଜର୍ଦାରୀ ଜୈସ-ଏ-ମହମ୍ମଦ ମୁଖ୍ୟ ମସୁଦ ଆଝାର ବିଷୟରେ ଏପରି ଏକ ବୟାନ ଦେଇଛନ୍ତି, ଯାହାକୁ ପାକିସ୍ତାନର ବାସିନ୍ଦା ବି ପ୍ରତ୍ୟାଖ୍ୟାନ କରିଦେବେ। ଜୈସ-ଏ-ମହମ୍ମଦର ମୁଖ୍ୟାଳୟ … Read More

ଲୋହିତ ସାଗରରେ ବ୍ରିଟିଶ ଜାହାଜ ଉପରକୁ ରକେଟ୍ ମାଡ଼

ନୂଆଦିଲ୍ଲୀ : ଅଶାନ୍ତ ମଧ୍ୟପୂର୍ବ ଗତ କିଛି ଦିନ ହେଲା କିଛିଟା ଶାନ୍ତ ଥିବା ବେଳେ ପୁଣି ସେଥିରେ ବ୍ୟାଘାତ ସୃଷ୍ଟି ହୋଇଛି । ରବିବାର ୟେମେନ୍ ଉପକୂଳ ନିକଟରେ ଲୋହିତ ସାଗରରେ ଏକ ବ୍ରିଟିଶ ବାଣିଜ୍ୟିକ ଜାହାଜ ଉପରେ ସଶସ୍ତ୍ର … Read More

ହିମାଚଳରେ ପ୍ରକୃତିର ତାଣ୍ଡବଲୀଳା ପରେ ଆସିଲା ହୃଦୟବିଦାରକ ଦୃଶ୍ୟ

ସିମଲା : ହିମାଚଳରେ ବନ୍ୟା ସିନା ଛାଡିଛି ହେଲେ କ୍ଷତଚିହ୍ନ ସେମିତି ରହିଛି । ହିମାଚଳ ପ୍ରଦେଶ ଛାତିରେ ପ୍ରକୃତି ତାଣ୍ଡବଲୀଳା ରଚିବା ପରେ ଏବେ ଟକି ଧ୍ବଂସଲୀଳା ଥମିଛି । ଆଉ ବର୍ଷା-ବନ୍ୟାର ସେ ହାହାକାର ପରିସ୍ଥିତି ଟିକେ ସୁଧୁରିଛି … Read More

ଜନ୍ମଦିନ ଅବସରରେ ଦଲାଇ ଲାମା କହିଲେ, ‘ମୁଁ ଜଣେ ସାଧାରଣ ବୌଦ୍ଧ ଭିକ୍ଷୁ’

ନୂଆଦିଲ୍ଲୀ: ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା ଆଜି ୯୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ବିଶେଷ ଅବସରରେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା … Read More

ବନ୍ୟାଜଳରେ ଭାସିଗଲେ ୨୭ ଶିଶୁ, ମୃତ୍ୟୁ ସଂଖ୍ୟା ୫୦କୁ ବୃଦ୍ଧି

ଟେକ୍ସାସ : ଆମେରିକାର ଦକ୍ଷିଣ-କେନ୍ଦ୍ରାଞ୍ଚଳସ୍ଥିତ ଟେକ୍ସାସ ରାଜ୍ୟର କେର୍‌ କାଉଣ୍ଟିରେ ପ୍ରବଳ ବର୍ଷା ପରବର୍ତ୍ତୀ ବନ୍ୟା ଯୋଗୁ ସାଂଘାତିକ ଅବସ୍ଥା ସୃଷ୍ଟି ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ବର୍ତ୍ତମାନ ସୁଦ୍ଧା ୫୦ ଜଣଙ୍କ ମୃତ୍ୟୁ ଘଟିଛି। ୨୭ ଶିଶୁ ବନ୍ୟାଜଳରେ ଭାସିଯାଇ … Read More

ଟ୍ରମ୍ପଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି

ନିୟୁର୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି ହୋଇଛି। ଟ୍ରମ୍ପ ଏବଂ ଦେଶର ପ୍ରଥମ ମହିଳା ତଥା ତାଙ୍କ ପତ୍ନୀ ଯେତେବେଳେ ସପ୍ତାହ ଶେଷରେ ଛୁଟି କାଟିବାକୁ ନ୍ୟୁଜର୍ସିସ୍ଥିତ ନିଜ ବ୍ୟକ୍ତିଗତ ଗଲ୍ଫ କୋର୍ସରେ ଥିଲେ … Read More

ସରକାରୀ ବାସଭବନ ଛାଡୁନାହାନ୍ତି ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ଼, ସରକାରଙ୍କୁ ଚିଠି ଲେଖିଲା ସୁପ୍ରିମକୋର୍ଟ ପ୍ରଶାସନ

ନୂଆଦିଲ୍ଲୀ,୬ା୭: ସୁପ୍ରିମକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ସରକାରୀ ବାସଭବନରେ ଏପର୍ଯ୍ୟନ୍ତ ରହିବା ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋର୍ଟ ପ୍ରଶାସନ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରଣାଳୟକୁ ଚିଠି ଲେଖି ଚନ୍ଦ୍ରଚୂଡ଼ଙ୍କୁ ବାସଭବନ ଖାଲି କରିବାକୁ ଅନୁରୋଧ … Read More