ସେନା ଡାକ୍ତରଙ୍କ ଅବିଶ୍ୱସନୀୟ ସାହାଯ୍ୟ: ହେୟାର କ୍ଲିପ୍, ପକେଟ୍ ଛୁରୀରେ ରେଳ ପ୍ଲାଟଫର୍ମରେ ହେଲା ଶିଶୁକନ୍ୟାର ଜନ୍ମ

ଝାନ୍ସୀ,୬ା୭: ଝାନ୍ସୀ ରେଳ ଷ୍ଟେସନର ପ୍ଲାଟଫର୍ମରେ ଏକ ଅବିଶ୍ୱସନୀୟ ଘଟଣାରେ ଜଣେ ଯୁବ ସେନା ଡାକ୍ତର ହେୟାର କ୍ଲିପ୍ ଓ ପକେଟ୍ ଛୁରୀ ବ୍ୟବହାର କରି ଜଣେ ଗର୍ଭବତୀ ମହିଳାଙ୍କର ଶିଶୁକନ୍ୟାର ଜନ୍ମ ସଫଳତାର ସହ ସମ୍ପନ୍ନ କରାଇଛନ୍ତି। ଏହି ଘଟଣା ଉପସ୍ଥିତ … Read More

ପହଲଗାମ ଆକ୍ରମଣ ନେଇ ବିଷ ଉଗାଳିଲା ପାକିସ୍ତାନ

ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ୍ ପହଲଗାମ ଆକ୍ରମଣକୁ ନେଇ ପୁଣି ଥରେ ଭାରତ ବିରୋଧରେ ବିଷ ଓଗାରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଭାରତ ଉତ୍ତେଜନା ଏବଂ ଶତ୍ରୁତାପୂର୍ଣ୍ଣ ମନୋଭାବ ବଢ଼ାଉଛି ଏବଂ ଆଞ୍ଚଳିକ ଶାନ୍ତିକୁ  ନଷ୍ଟ କରିବା ପାଇଁ … Read More

ଭୂକମ୍ପରେ ଥରିଲା ନେପାଳ, ଝଟକା ଲାଗିବା ପରେ ଭୟରେ ଘରୁ ବାହାରି ଆସିଲେ ଲୋକେ

କାଠମାଣ୍ଡୁ: ଭୂମିକମ୍ପରେ ଥରିଲା ନେପାଳ । ସକାଳେ ସକାଳେ ନେପାଳରେ ଭୂକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୫ ଥିବା ବେଳେ ଆଜି ଭାରତୀୟ ସମୟ ସକାଳ ୮ଟା ୨୧ରେ ଏହି ଭୂକମ୍ପର ଝଟକା ନେପାଳକୁ ଲାଗିଛି । … Read More

ଆମ ସରକାରରେ ଯିଏ ଦୋଷ କରିବ ଦଣ୍ଡ ନିଶ୍ଚିତ ପାଇବ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଯାଜପୁର ବ୍ୟାସନଗର ପୌରପାଳିକାରେ ସପ୍ତାହେ ତଳେ ନିର୍ବାହୀ ଅଧିକାରୀ (ଓଆର୍‌ଏସ୍‌)ଙ୍କୁ ତାଙ୍କ କାର୍ଯ୍ୟାଳୟରେ ବନ୍ଦ କରି ୮ ଘଣ୍ଟା ଧରି ଅଟକ ରଖିଥିଲେ ବିଜେଡି ନେତା। ଆଉ ବ୍ୟାସନଗର ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଛନ୍ତି ଯେ ଆମ ସରକାରରେ ଯିଏ … Read More

ଟ୍ରାଫିକ ପୋଲିସ ସାଜିଲେ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର,୬ା୭: ରାଜଧାନୀ ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଏକ ହେଲମେଟ ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି। ଏହି ଅଭିଯାନରେ ବିଧାୟକ ମହାପାତ୍ର ଟ୍ରାଫିକ ପୋଲିସ ବେଶରେ ନିଜେ ଉପସ୍ଥିତ ରହି ଦୁଇ ଚକିଆ ଗାଡ଼ି ଚାଳକମାନଙ୍କୁ ହେଲମେଟ ବ୍ୟବହାର … Read More

ଜଗନ୍ନାଥଙ୍କ ସପକ୍ଷରେ ଜୟ : ବହୁତ ଅଫିସରଙ୍କର ବିଜେଡ଼ି ହ୍ୟାଙ୍ଗଓଭର ଯାଉନାହିଁ

ଭୁବନେଶ୍ୱର: ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ହୋଇଥିବା ଆକ୍ରମଣ ମାମଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରିଛନ୍ତି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର | ସେ କହିଛନ୍ତି ଯେ ଜଗନ୍ନାଥ ପ୍ରଧାନ କଣ କରିଥିଲେ? ଜଗନ୍ନାଥ … Read More

ବିପୁଳ ପରିମାଣରେ ମଦ ଜବତ: ପୁଲିସକୁ ଚକ୍‌ମା ଦେଇ ଅଭିଯୁକ୍ତ ଫେରାର

ଭଦ୍ରକ: ଭଦ୍ରକ ସହରରେ ଏବେ ମଦ ଓ ଡ୍ରଗସ ମାଫିଆ ସକ୍ରିୟ ହୋଇଛନ୍ତି। କିଛି ମଦ ବେପାରୀ ଚୋରାରେ ଦେଶୀ ଓ ବିଦେଶୀ ମଦ ବିକ୍ରି କରୁଥିବାର ଭଦ୍ରକ ଏସପି ମନୋଜ ରାଉତଙ୍କ ନିକଟରେ ଅଭିଯୋଗ ହୋଇଛି। ଏସପିଙ୍କ ନିର୍ଦ୍ଦେଶ କ୍ରମେ … Read More

ସିଂହଦ୍ଵାର ସମ୍ମୁଖରେ ତିନି ରଥ

ପୁରୀ: ମାଉସୀ ଘରେ ୯ ଦିନ ରହିବା ପରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରି ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ବଡ଼ ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଶନିବାର … Read More

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ

ଭୁବନେଶ୍ୱର: ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ। ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା କରୁଥିବାରୁ ସ୍ବାସ୍ଥ୍ୟ ପରୀକ୍ଷା … Read More

ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଲେ ବଳଭଦ୍ର ଓ ଦେବୀ ସୁଭଦ୍ରା, ପୋଡ଼ପିଠା ଖାଇ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାପ୍ରଭୁ

ପୁରୀ: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶ୍ରୀଜିଉମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ଆଗି ସିଂହଦ୍ବାରକୁ ଆସୁଛନ୍ତି। ସର୍ବ ପ୍ରଥମେ ପ୍ରଭୁ ବଳଭଦ୍ର ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଏହା ପରେ ଭଉଣୀ ସୁଭଦ୍ରା ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଅଳ୍ପ ସମୟ ମଧ୍ୟରେ … Read More