ପହଲଗାମ ଆକ୍ରମଣ ଦୁର୍ଭାଗ୍ୟପୂର୍ଣ୍ଣ ଥିଲା, ହେଲେ ଅସ୍ଥିରତା ସୃଷ୍ଟି କରିବାକୁ ଭାରତ ଏହାକୁ ବ୍ୟବହାର କରୁଛି: ପାକିସ୍ତାନ
ନୂଆଦିଲ୍ଲୀ: ଦୁର୍ଭାଗ୍ୟପୂର୍ଣ୍ଣ ପହଲଗାମ ଆକ୍ରମଣକୁ ନେଇ ଭାରତ ଦେଶର ଉକ୍ସାଇବା ଭଳି ସ୍ଥିତି ସୃଷ୍ଟି କରି ଅଞ୍ଚଳରେ ଅସ୍ଥିରତା ସୃଷ୍ଟି କରୁଛି ବୋଲି ପାକିସ୍ତାନ ଅଭିଯୋଗ କରିଛି। ଅପରେସନ ସିନ୍ଦୂର ବେଳେ ପାକିସ୍ତାନକୁ ସମର୍ଥନ କରିଥିବା ଆଜରବାଇଜାନରେ ଆର୍ଥିକ ସହଯୋଗ ସଂଗଠନ (ECO) … Read More
