ତାଲିବାନ ଶାସନକୁ ଆନୁଷ୍ଠାନିକ ସ୍ୱୀକୃତି ଦେଲା ରୁଷ: ଏମିତି କହିଲେ ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରୀ

ଆଫଗାନିସ୍ତାନରେ ତାଲିବାନ ଶାସନକୁ ଆନୁଷ୍ଠାନିକ ଭାବେ ସ୍ୱୀକୃତି ଦେଇଛି ରୁଷ । ଏନେଇ ଗୁରୁବାର ଦିନ କାବୁଲରେ ଥିବା ରୁଷ ରାଷ୍ଟ୍ରଦୁତ ଦିମିତ୍ରୀ ଝିରନୋଭ୍‍ଙ୍କୁ ଭେଟିଥିଲେ ତାଲିବାନର ବୈଦେଶିକ ମନ୍ତ୍ରୀ ଆମିର ଖାନ୍‍ ମୁତ୍ତାକୀ । ଏହି ଭେଟଘାଟ ପରେ ମୁତ୍ତାକୀ … Read More

ଜେଲରେ ରାତି କାଟିଲେ ଜଗା: କାର୍ଯ୍ୟରେ ଯୋଗ ଦେଲେ ଓଏଏସ ଅଧିକାରୀ

ଭୁବନେଶ୍ବର: ଗୁରୁବାର ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବିଜେପି ନେତା ଜଗା ପ୍ରଧାନ ଗିରଫ ହେବା ପରେ, ଏବେ ସ୍ଥିତି ପୁଣି ପୂର୍ବ ଅବସ୍ଥାକୁ ଫେରୁଛି । ଓଏଏସ ସଂଘ ଆନ୍ଦୋଳନରୁ ଓହରିଥିବା ବେଳେ ଆଜି କାର୍ଯ୍ୟକୁ ଫେରିଛନ୍ତି ଓଏଏସ … Read More

ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି, ମିଳିବ ଅନେକ ପ୍ରକାର ସୁବିଧା

ଭୁବନେଶ୍ୱର: ୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି। ଦିଲ୍ଲୀରୁ ଫେରି ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଶାହଙ୍କ ସହ ବୈଠକ ପରେ ଦେଲେ ସୂଚନା। ମନ୍ତ୍ରୀଙ୍କ କହିବା … Read More

‘ବାହୁଡ଼ା ଯାତ୍ରା ସୁପରିଚାଳନା ପାଇଁ ସମସ୍ତ ପ୍ରକାର ଦିଗକୁ ଲକ୍ଷ ରଖା ଯାଇଛି’

ଭୁବନେଶ୍ବର: ମହାପ୍ରଭୁଙ୍କ ଆଶୀର୍ବାଦରୁ ବାହୁଡ଼ା ଯାତ୍ରାଠୁ ନେଇ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଫଳତାର ସହିତ ଆୟୋଜନ ହେବ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହା କହିଛନ୍ତି। ବାହୁଡ଼ା ଯାତ୍ରା ସୁପରିଚାଳନା ପାଇଁ ସମସ୍ତ … Read More

ଘାନା ସଂସଦରେ ପ୍ରଧାନମନ୍ତ୍ରୀଙ୍କ ସମ୍ୱୋଧନ, କହିଲେ- ଆମ ପାଇଁ ଗଣତନ୍ତ୍ର ଏକ ବ୍ୟବସ୍ଥା ନୁହେଁ, ଏକ ସଂସ୍କୃତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗୁରୁବାର ଘାନାର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଦ ଅଫିସର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଅଫ୍ ଦ ଘାନା’ରେ ସମ୍ମାନିତ କରାଯାଇଛି । ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘାନା ସଂସଦଙ୍କୁ ସମ୍ୱୋଧିତ … Read More

ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ବସ୍ତି

କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ବସ୍ତି । ସିବିଆଇ ଚଢ଼ାଉ ମାମଲାରେ ମିଳିଲା ସାମୟିକ ଆଶ୍ବସ୍ତି । ପରବର୍ତ୍ତୀ ଶୁଣାଣି ଯାଏ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ବିଷ୍ଣୁପଦ … Read More

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଟ୍ରାନ୍ସଫର୍ମର ବିସ୍ଫୋରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏମ୍ସର ଟ୍ରମା ସେଣ୍ଟରରେ ଲାଗିଥିବା ଟ୍ରାନ୍ସଫର୍ମର ବିସ୍ଫୋରଣ ହୋଇଛି। ଖବର ପାଇ ୮ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଆରମ୍ଭ … Read More

ଶୀଘ୍ର ପ୍ରଦାନ କରାଯିବ ବନ୍ୟା କ୍ଷତିପୂରଣ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଦିନେ ଦୁଇ ଦିନ ଭିତରେ ବନ୍ୟା ପାଣି ଛାଡିବ । ବୁଢାବଳଙ୍ଗ ଓ ସୁବର୍ଣ୍ଣରେଖା ବିପଦ ସଂକେତ ତଳେ ରହିଛି। ପାଣି ଆଉ ବଢୁନି। ଜଳ ନିଷ୍କାସନରେ ସମୟ ଲାଗୁଛି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବୈତରଣୀ … Read More

ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଦେବାଶିଷ ସିଂହଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦେଇଛନ୍ତି। ବୁଧବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଏହି ସମ୍ପର୍କରେ ଏକ … Read More

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଏନେଇ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି ।  ତେବେ ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ସକାଳ ୧୦ଟାରେ ଖୋଲିବ … Read More