ସମ୍ବିଧାନ ବଞ୍ଚାଅ ସମାବେଶ: ପ୍ରସ୍ତୁତି ଜାରି; ଓଡ଼ିଶା ଆସିବେ ରାହୁଲଙ୍କ ସହ ଖଡ୍ଗେ
ଭୁବନେଶ୍ବର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତସୂଚୀରେ ପରିବର୍ତ୍ତନ ହୋଇଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ନାହିଁ। ଓଡ଼ିଶାକୁ ତାଙ୍କର ଗସ୍ତ ଆସନ୍ତା ୧୧ ତାରିଖରେ ହେବ। ଓଡ଼ିଶା ପ୍ରଦେଶ … Read More
