ବନ୍ଧାହେଲେ କୋଟିପତି ଅଧିକାରୀ
ଭୁବନେଶ୍ୱର,୧।୭: ରାୟଗଡ଼ା ଜଳ ବିଭାଜିକା ପ୍ରକଳ୍ପର ପୂର୍ବତନ ନିର୍ଦ୍ଦେଶକ (ପିଡି) ତଥା ବର୍ତ୍ତମାନ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ମଙ୍ଗଳବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ … Read More
