‘ଆମେରିକା ପାର୍ଟି’- ମସ୍କଙ୍କ ନୂଆ ରାଜନୈତିକ ଦଳ
ୱାସିଂଟନ: ଶିଳ୍ପପତି ଏଲନ ମସ୍କ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟର ତିକ୍ତତା ଆହୁରି ବଢିଯାଇଛି । ସଂପର୍କ ଏତେ ଖରାପ ହୋଇଯାଇଛି ଯେ ମସ୍କଙ୍କୁ ତାଙ୍କ ମୂଳ ଦେଶ ଦକ୍ଷିଣ ଆଫ୍ରିକାକୁ ପ୍ରତ୍ୟାର୍ପଣ କରିବାକୁ ଧମକ ଦେଇଛନ୍ତି ଟ୍ରମ୍ପ … Read More
