BMC ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର : BMC ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ । BMC ଅଫିସ ଭିତରେ ଅସୁସ୍ଥ ହେଲେ ଅତିରିକ୍ତ କମିଶନର । ନିଜ ଚାମ୍ବରରେ ବସିଥିବା ବେଳେ ତଳେ ପଡ଼ିଗଲେ । ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହେଲେ ରତ୍ନାକର । … Read More

ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ : ୩ ରଥର ଦକ୍ଷିଣ ମୋଡ

ପୁରୀ ୨।୭: ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି । ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି ।ନବଦିନାତ୍ମକ ଘୋଷଯାତ୍ରାରେ ଆସିଥିବା ମହାପ୍ରଭୁଙ୍କ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ସରି ସକାଳ ଧୂପ ସରିବା ପରେ ଘଣ୍ଟ, … Read More

ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ: କହିଲେ, ରଥଯାତ୍ରାକୁ ନେଇ କରାଯାଉଛି ରାଜନୀତି

ଭୁବନେଶ୍ଵର: ରଥଯାତ୍ରା ପ୍ରସଙ୍ଗରେ ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ। ରଥଯାତ୍ରା ପ୍ରସତଙ୍ଗରେ ବିରୋଧୀଙ୍କ ଅଭିଯୋଗ ନେଇ କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି, ଯେଉଁମାନେ ଅକର୍ମା ଲୋକ ବୋଲି ନିଜକୁ ପ୍ରମାଣିତ କରିସାରିଛନ୍ତି ସେମାନେ ଅଧିକ କଥା … Read More

ଆଜିଠୁ ଆରମ୍ଭ ହେଲା ଅମରନାଥ ଯାତ୍ରା

ଆଜିଠୁ ଆରମ୍ଭ ହୋଇଛି ଅମରନାଥ ଯାତ୍ରା। ପ୍ରଥମ ଦଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା । ଜମ୍ମୁ ବେସ୍ କ୍ୟାମ୍ପରେ ପୂଜାର୍ଚ୍ଚନା ପରେ ଯାତ୍ରାର ଶୁଭାରମ୍ଭ ହୋଇଛି । ‘ହରହର ମହାଦେବ’ ଓ … Read More

ସରକାରଙ୍କ କଥା ରଖିଲା ଓଆରଏସ୍‌ ସଂଘ, କେବଳ ରଥ ଓ ବନ୍ୟା ଡ୍ୟୁଟିରେ ଯୋଗଦେବେ

ଭୁବନେଶ୍ୱର: ଓଏଏସ୍‌ ସଂଘର ନିଷ୍ପତ୍ତିକୁ ସମର୍ଥନ ଜଣାଇ ଛୁଟିରେ ଥିବା ଓଆରଏସ୍‌ ସଂଘ ଆନ୍ଦୋଳନରୁ ଓହ୍ଲାଇଛି।ରାଜସ୍ବ ମନ୍ତ୍ରୀଙ୍କ ଅନୁରୋଧ ଅନୁସାରେ ରଥ, ବନ୍ୟା ଡ୍ୟୁଟିରେ ଯୋଗଦାନ ନେଇ ସମ୍ମତି ଦେଇଛି ସଂଘ। ବୈଠକ ପରେ ନିଷ୍ପତ୍ତି ନେଇ ଅବଗତ କରାଇଛି ସଂଘ। … Read More

୧୮ ହଜାର ଡେଟୋନେଟର ଓଡ଼ିଶା- ଝାଡ଼ଖଣ୍ଡ ସୀମାରୁ ଜବତ କଲେ ସୁରକ୍ଷାବାହିନୀ

ରାଉରକେଲା : ଏକ ବଡ଼ ଷଡ଼ଯନ୍ତ୍ରକୁ ପଣ୍ଡ କଲେ ସୁରକ୍ଷାବାହିନୀ ।  ଜବତ ହେଲା ୧୮ ହଜାର ଡେଟୋନେଟର ।  ସୁରକ୍ଷାବାହିନୀ ଦ୍ବାରା ୧୮ହଜାର ଡେଟୋନେଟର ଜବତ ହୋଇଛି ।  ଓଡ଼ିଶା- ଝାଡ଼ଖଣ୍ଡ ସୀମା ଜରେଇକେଲା ଥାନା ସରଣ୍ଡା ଜଙ୍ଗଲରୁ ଜବତ କରିଛନ୍ତି … Read More

ହିମାଚଳରେ ପ୍ରକୃତିର ତାଣ୍ଡବ: ଗଲାଣି ୧୦ରୁ ଅଧିକ ଜୀବନ, ଏବେବି ଅନେକ ନିଖୋଜ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ  ଆଇଏମଡି ପକ୍ଷରୁ ୧୦ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ଗ୍ବାଲିୟର, ଭିନ୍ଦ୍‌, ମୋରେନା, ସିଓପୁର, ଉମାରିଆ, ଡିଣ୍ଡୋରି, କଟ୍‌ନୀ, ଦାତିଆ, ମାଣ୍ଡ୍‌ଲା ଏବଂ ପାନ୍ନା। ଆସନ୍ତା … Read More

OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି

ଭୁବନେଶ୍ୱର : ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି।  ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ ।  OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ।  ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ … Read More

ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନରେ ଅତିରିକ୍ତ କୋଚ୍ ସଂଯୋଗ

ଭୁବନେଶ୍ୱର: ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ଏକ ସକ୍ରିୟ ପଦକ୍ଷେପ ସ୍ୱରୂପ ପୂର୍ବ ତଟ ରେଳପଥ ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନ ଦ୍ୱୟରେ ଅତିରିକ୍ତ ଏସି-୩ ଟାୟାର କୋଚ୍ ଅସ୍ଥାୟୀ ସଂଯୋଗ ପାଇଁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପର … Read More

୮ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ  ପ୍ରଥମ ଥାନା ଗସ୍ତ ଏବଂ ୩୦ … Read More