ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବି କଲା ଓଏଏସ ସଂଘ
ଭୁବନେଶ୍ୱର : ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ ପାଇଁ ଓଏଏସ ସଂଘର ଦୃଢ଼ ଦାବି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଓଏଏସ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି । … Read More
